Posted inଜାତୀୟ

ଅପରେଶନ୍‌ ‘ମା’: ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକଙ୍କ ଘର ବାହୁଡ଼ା

ଶ୍ରୀନଗର,୩।୧୧: ଜମ୍ମୁ-କଶ୍ମୀରରେ ଆରମ୍ଭ ହୋଇଥିବା ‘ମା’ ଅପରେଶନ୍‌ ଅନ୍ତର୍ଗତ ଇତିମଧ୍ୟରେ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକ ଘର ବାହୁଡ଼ିଛନ୍ତି। ଲ୍ୟୁଟନାଟ୍‌ ଜେନେରାଲ କନଓ୍ବଲ୍‌ଜିତ୍‌ ସିଂ ଧିଲୋନ୍‌ଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଏହି ଅପରେଶନ୍‌ ବେଶ୍‌ ସଫଳ ରହିଥିବା କୁହାଯାଉଛି। କନଓ୍ବଲ୍‌ଜିତ୍‌ଙ୍କ ନେତୃତ୍ୱରେ ସୁରକ୍ଷାକର୍ମୀ ନିଖୋଜ ଥିବା ଯୁବକଙ୍କ ସମ୍ପର୍କରେ ତଥ୍ୟ ହାସଲ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କୁ ଭେଟି ଏଭଳି କରିପାରିଛନ୍ତି। ଏହାଯୋଗୁ ଧୀରେ ଧୀରେ ଏଠାରେ ସୁରକ୍ଷାକର୍ମୀଙ୍କ ଉପରେ ପଥରମାଡ଼ ଘଟଣା କମିବାରେ ଲାଗିଛି। ଯୁବବର୍ଗଙ୍କ ମଧ୍ୟରେ ମାତୃଭୂମି ପ୍ରତି ସଚେତନତା ସୃଷ୍ଟି କରାଯାଇ ସେମାନଙ୍କୁ ଘରକୁ ଫେରାଇ ଅଣାଯାଇଥିବା ଧିଲୋନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri