ଅପରେଶନ୍‌ ସମୁଦ୍ର ସେତୁ : ୨୦୨ ପ୍ରବାସୀଙ୍କୁ ନେଇ ଆଇଏନ୍‌ଏସ୍‌ ମଗର ସନ୍ଧ୍ୟାରେ କୋଚିରେ ପହଞ୍ଚିବ

ନୂଆଦିଲ୍ଲୀ,୧୨।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌ ସମୁଦ୍ର ସେତୁ ଅଭିଯାନ ଆରମ୍ଭ ହୋଇଛି। ନୌସେନାର ଜାହାଜ ଆଇଏନ୍‌ଏସ୍‌ ମଗର ମାଳଦ୍ୱୀପରୁ ୨୦୨ ପ୍ରବାସୀଙ୍କୁ ନେଇ କେରଳର କୋଚି ବନ୍ଦରରେ ମଙ୍ଗଳବାର ସନ୍ଧ୍ୟାରେ ପହଞ୍ଚିବ। ଆଇଏନ୍‌ଏସ୍‌ ମଗରରେ ଭାରତ ଫେରୁଥିବା ପ୍ରବାସୀଙ୍କ ମଧ୍ୟରେ ୨୪ ଜଣ ମହିଳା, ୨ ଗର୍ଭବତୀ ମହିଳା, ୨ଜଣ ଶିଶୁ ରହିଛନ୍ତି। ଗୋଡ଼ ଭାଙ୍ଗିଯାଇଥିବା ଜଣେ ତାମିଲନାଡୁର ବ୍ୟକ୍ତି ମଧ୍ୟ ପ୍ରବାସୀଙ୍କ ସହିତ ସ୍ବଦେଶ ଫେରୁଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷାପରେ ସମସ୍ତ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri