ଅପହରଣକାରୀଙ୍କୁ ୫ ବର୍ଷ ସଶ୍ରମ ଜେଲଦଣ୍ଡାଦେଶ

କେନ୍ଦୁଝର, ୧୦ା୧ (ସ୍ବ.ପ୍ର.)- ଜଣେ ଯୁବତୀଙ୍କୁ ଅପହରଣ କରାଯିବା ମାମଲାର ବିଚାର କରି ସ୍ଥାନୀୟ ସିଜେଏମ କୋର୍ଟ ଶୁକ୍ରବାର ନନ୍ଦନ କୁମାର ସାହୁ ଓରଫ ଅଯୋଧ୍ୟା(୩୨)ନାମକ ଜଣେ ଯୁବକଙ୍କୁ ୫ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ ଅଧିକ ୩ ମାସ ଜେଲ ଭୋଗିବାକୁ ପଡିବ।
ନନ୍ଦନଙ୍କ ଘର ତୁରୁମୁଙ୍ଗା ଥାନା କଇଣ୍ଡା ଗ୍ରାମରେ । ଘଟଣା ବେଳେ ସେ ଟାଉନ ଥାନା ମାଧପୁରରେ ରହୁଥିଲେ । ଉକ୍ତ ଅପହରଣ ଘଟଣା ଟାଉନ ଥାନା ଅଞ୍ଚଳରେ ଘଟିଥିଲା ା ମକଦ୍ଦମା ବିବରଣୀ ଅନୁଯାୟୀ ଗତ ୨୦୧୨ ଜାନୁୟାରୀ ୧୮ ତାରିଖରେ ଜଣେ ଯୁବତୀଙ୍କୁ ଅପହରଣ କରି ନିଆଯିବା ଘଟଣା ନେଇ ତାଙ୍କ କକା ୨୦ ତାରିଖରେ ଟାଉନ ଥାନାରେ ଏତଲା ଦେଇଥିଲେ ା ପରେ ଟାଉନ ଥାନା ପୋଲିସ ଯୁବତୀଙ୍କୁ ଉଦ୍ଧାର କରିବା ସହ ନନ୍ଦନଙ୍କ ବିରୋଧରେ ଅପହରଣ ମାମଲା (ନଂ. ୨୦/୨୦୧୨) ରୁଜୁ କରି ତାଙ୍କୁ ଗିରଫ କରିଥିଲା । କେନ୍ଦୁଝର ସିଜେଏମ ତୀରଞ୍ଜନ ପାତ୍ର ୭ ଜଣ ସାକ୍ଷୀଙ୍କ ବୟାନ କୁ ଭିତ୍ତିକରି ମାମଲାର ଶୁଣାଣିକରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଥିବା ସରକାରୀ ଓକିଲ ଅଶୋକ କୁମାର ଦାସ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri