Posted inଖେଳ

ଅପେକ୍ଷା କରିବାରେ ସାମସନ୍‌ଙ୍କ ରେକର୍ଡ

ପୁଣେ,୧୧।୧- ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଟି୨୦ରେ ଭାରତୀୟ ଦଳ ପାଇଁ ଖେଳିଥିଲେ। ପ୍ରଥମ ବଲରେ ଛକା ମାରି ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଘୋଷଣା କରିଥିଲେ। କିନ୍ତୁ ପରବର୍ତ୍ତୀ ବଲରେ ସେ ଏଲବିଡବ୍ଲ୍ୟୁ ଆଉଟ୍‌ ହୋଇ ନିରାଶ ହୋଇଥିଲେ। ସେ ଟି୨୦ ଫର୍ମାଟରେ ୩ ହଜାରରୁ ଊଦ୍ଦର୍‌ବ ରନ୍‌ କରିଥିଲେ ମଧ୍ୟ କେବଳ ଦୁଇଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ସାମସନ ୨୦୧୫ରେ ଜିମ୍ବାଓ୍ବେ ବିପକ୍ଷରେ ଭାରତ ପାଇଁ ଟି୨୦ ପଦାର୍ପଣ କରିଥିଲେ। ଦୀର୍ଘ ୫ ବର୍ଷ ପରେ ଦ୍ୱିତୀୟ ମ୍ୟାଚ୍‌ରେ ଖେଳିବାକୁ ସୁଯୋଗ ପାଇଥିଲେ। ଏହି ସମୟରେ ଭାରତ ୭୩ଟି ଅନ୍ତର୍ଜାତୀୟ ଟି୨୦ ଖେଳିସାରିଛି। ଯେକୌଣସି ଭାରତୀୟ ଖେଳାଳିଙ୍କ ପାଇଁ ଦୁଇ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବା ମଧ୍ୟରେ ଏହା ସର୍ବାଧିକ ବ୍ୟବଧାନ। ପୂର୍ବରୁ ଏହି ରେକର୍ଡ ଭାରତୀୟ ପେସର ଉମେଶ ଯାଦବଙ୍କ ନାମରେ ଥିଲା। ଉମେଶ ୨୦୧୨ରୁ ୨୦୧୫ ମଧ୍ୟରେ କୌଣସି ଅନ୍ତର୍ଜାତୀୟ ଟି୨୦ ଖେଳି ନ ଥିଲେ। ସେହି ସମୟ ମଧ୍ୟରେ ଭାରତ ୬୫ ଟି୨୦ ଖେଳିଥିଲା। ସାମସନ୍‌ ଗତ ୮ଟି ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳରେ ସାମିଲ ଥିଲେ। ହେଲେ ଚୂଡ଼ାନ୍ତ ଏକାଦଶରେ ପ୍ରଥମ ଥର ପାଇଁ ସୁଯୋଗ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri