ଅବକାରୀ ଚଢାଉ, ୬ ଗିରଫ

ବଇଣ୍ଡା,୧୮ା୯(ଡି.ଏନ.ଏ): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଠାକୁରଗଡ଼ ଥାନାର ବିଭିନ୍ନ ଗ୍ରାମରେ ଚଢାଉ କରାଯାଇ ୮୫ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼ ଥାନା ରାଜିଙ୍ଗ ଗ୍ରାମର କୁମାରୀ ବେହେରା, ନବଘନ ବେହେରା, ଟାପଢୋଲ ଗ୍ରାମର ଶଶି ନାୟକ, ବରଡିପ ଗ୍ରାମର କୁନା ବେହେରା, ଖମାର ଗ୍ରାମର ଦ୍ୱାରୀ ବେହେରା, ଉଚ୍ଛାପୁର ଗ୍ରାମର ଶଙ୍କର ବେହେରା। ଏମାନେ ଘରେ ବେଆଇନ ଭାବେ ମଦ ବିକ୍ରି କରୁଥିବା ଖବରପାଇ ଅବକାରୀ ନିରୀକ୍ଷକ ସୁମତି ତ୍ରିପାଠୀ, ଉପନିରୀକ୍ଷକ ଭକ୍ତବତ୍ସ ବର୍ମା, ପ୍ରଫୁଲ୍ଲ କୁମାର ପତି, ରମାକାନ୍ତ ଚାନ୍ଦ, ଅରୁଣ ଚାଉଳିଆ ପ୍ରମୁଖ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri