ଆର୍.ଉଦୟଗିରି, ୧୫।୪(ଡି.ଏନ୍.ଏ.): ଗଜପତି ଜିଲା ଆର.ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ଆର.ଉଦୟଗିରି ଆସିସାହି, ଖଜୁରିପଦା, ସେରେଙ୍ଗ ଆଦି ଗ୍ରାମରେ ମଙ୍ଗଳବାର ଚଢ଼ାଉ କରାଯାଇ ୩୭ ଲିଟର ଦେଶିମଦ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗରିଫ କରାଯାଇଛି। ସେମାନେ ହେଲେ ଆର.ଉଦୟଗିରି ଆସିସାହିର ସୁଭାଷ ରଇତ, ଖଜୁରିପଦା ଗ୍ରାମର ପ୍ରତିମା ଓ ସେରେଙ୍ଗ ଗ୍ରାମର ଲିଟୁ। ଏ ନେଇ ଆର.ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲଣ କରାଯାଇଛି। ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦିପ କୁମାର ପାଣିଗ୍ରାହିଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢ଼ାଉ ହୋଇଥିଲା। ଏହି ଚଢ଼ାଉରେ ଆର. ଉଦୟଗିରି ଅବକାରୀ ଓଆଇସି ଜି.ସୁରିବାବୁ ଏବଂ ତାଙ୍କ କର୍ମଚାରୀମାନେ ଯୋଗ ଦେଇଥିଲେ।
Posted inଆମ ଜିଲା ଖବର, ଗଜପତି View All
ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ
ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…
୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ
ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…
ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ
ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…
୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…
କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…
ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….
ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…
ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ
ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…
ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ
ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…
ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ
କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…
Archives

