ଅବକାରୀ ବିଭାଗ, ଫ୍ଲାଇଂ ସ୍ବାଡ୍‌ର ମିଳିତ ଚଢ଼ାଉ: ୩୫୦ ଲିଟର ମଦ ଜବତ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଅବକାରୀ ବିଭାଗ ଓ ଫ୍ଲାଇଂ ସ୍ବାଡ୍‌ ରବିବାର ମିଳିତ ଚଢ଼ାଉ କରି ୩ ଶହ ୫୦ ଲିଟର ରନ୍ଧାମଦ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭଦ୍ରକ ଶାହାଡ଼ା ଗ୍ରାମର ନିରୂପମା ବେହେରା ଓ ଏରୋଡାର ଗଦାଧର ବେହେରା।
ସୂଚନାନୁଯାୟୀ, ନିରୂପମାଙ୍କ ଘରେ ଚଢ଼ାଉ କରାଯାଇ ୩୦୦ ଲିଟର ମଦ ଜବତ କରାଯାଇଥିଲା। ସେହିଭଳି ଗଦାଧର ଏରୋଡ଼ା ବଜାର ଦେଇ ଏକ ବାଇକ୍‌ରେ ଯାଉଥିବା ସମୟରେ ତାଙ୍କଠାରୁ ୫୦ ଲିଟର ମଦ , ବାଇକ୍‌ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ...

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri