ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ଶିକ୍ଷକ ଗୌରବ ସମ୍ମାନ

ବଡ଼ଚଣା,୧୮।୪:(ଡି.ଏନ୍‌.ଏ.):ବଡ଼ଚଣାର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବୃନ୍ଦାବନ କରଙ୍କୁ ଶିକ୍ଷକ ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ଟାଙ୍ଗୀ ବିଦ୍ୟାପୀଠର ପ୍ଲାଟିନମ୍‌ ଜୁବ୍‌ଲି ସମାରୋହ -୨୦୨୩ ଅବସରରେ ପୁରାତନ ଛାତ୍ରସଂଘ ଦ୍ୱାରା ଆୟୋଜିତ ଉତ୍ସବରେ କରଙ୍କୁ ମାନପତ୍ର,ଉପଢୌକନ, ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯିବା ସହିତ ଶିକ୍ଷକ ଗୌରବ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ସଭାପତି ପ୍ରଫୁଲ୍ଲ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଉପବାଚସ୍ପତି ରଜନୀକାନ୍ତ ସିଂହ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଯୋଗଦେଇଥିଲେ। ଚାକିରିରୁ ଅବସର ପରେ କର ତ୍ରୟମାସିକ ସାହିତ୍ୟ ପତ୍ରିକା ବନଜ୍ୟୋତିର ସମ୍ପାଦନା ଦାୟିତ୍ୱ ସମ୍ଭାଳିବା ସହିତ ଓକିଲାତି କରୁଛନ୍ତି ା ଜଣେ ଆଦର୍ଶ ଶିକ୍ଷକ ଭାବେ ସେ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ସମ୍ମାନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଡାରେ କ୍ରିକେଟ ଟୁର୍ନାମେଣ୍ଟ:   ମହାମାୟୀ ଟିମ୍ ଚାମ୍ପିୟନ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ଖେଳପଡିଆ ଠାରେ ଚାଲିଥିବା ଶ୍ରୀ ସିଦ୍ଧି ବିନାୟକ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି…

ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ…

ଦିଗପହଣ୍ଡିରେ ଜାତୀୟ ପଞ୍ଚାୟତରାଜ ଦିବସ: ପାଳିତ ବ୍ଲକ ପ୍ରଶାସନ ପକ୍ଷରୁ ୧୦ ସରପଞ୍ଚ ପୁରସ୍କୃତ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଜାତୀୟ ପଞ୍ଚାୟତରାଜ ଦିବସ ମହାସମାରୋହରେ ପାଳନ କରାଯାଇଛି । ରାଜ୍ୟ ପଞ୍ଚାୟତରାଜ…

୨ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପ୍ରତିବାଦ କରିବାରୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ୨ ଜଣ ଯୁବକ ବାଇକରେ ଆସି ପ୍ରାୟ ୨ ଘଣ୍ଟା ଧରି ଉତ୍ପାତ ଚଳାଇଥିଲେ।…

ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ ମହିଳା: ଏକୁଟିଆପାଇ ଟଣାଓଟରା କଲେ, ଏବେ ଥାନାରେ…

ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ଗ୍ରାମର ଜଣେ ବିବାହିତା ମହିଳାଙ୍କୁ ଗ୍ରାମର ଦୂର୍ଯ୍ୟ ବେହେରା ଅସଦାଚରଣ କରିବା ସହ ତଳେ ପକାଇ…

ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଶୁକ୍ରବାର ସାରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଥୁଆମୂଳରାମପୁରରେ ଗ୍ୟାସ ସଙ୍କଟ: ଉଜ୍ଜ୍ୱଳା ଯୋଜନା ଫେଲ, ଧୂଆଁରେ ଶ୍ୱାସରୁଦ୍ଧ ହେଉଛି ଜୀବନ

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଏବେ ରନ୍ଧନ ଗ୍ୟାସର ଘୋର ଅଭାବ ଦେଖାଦେଇଛି। ସରକାର ‘ଉଜ୍ଜ୍ୱଳା ଯୋଜନା’ ମାଧ୍ୟମରେ ଘରେ…

ବାଇବାଲିରୁ ପୁରୀ ଗଲା ୫୫ ଖଣ୍ଡ ରଥକାଠ

ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସସନ ଗୁନାକିଆ ଜଙ୍ଗଲରୁ ଶୁକ୍ରବାର ପୁରୀ ଗଲା ୫୫ ଖଣ୍ଡ ରଥକାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri