ଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍‌ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ସୋମବାର ଅପରାହ୍ନରେ ଦୁର୍ବୃତ୍ତ ୩୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଥିବା ଶିକ୍ଷକ ହେଲେ ବାରିଆ ଥାନା ଜ୍ୟୋତିପୁର ଗ୍ରାମର ପୁରନ୍ଦର ମହାନ୍ତ। ସେ ନିଜ ପେନ୍‌ସନ ଟଙ୍କାରୁ ୩୦ ହଜାର ଟଙ୍କା ଉଠାଇ ହୋଟେଲରେ ଖାଉଥିବା ସମୟରେ ଚେୟାର ଉପରେ ଟଙ୍କା ବ୍ୟାଗ ରଖିଥିଲେ । ଏହି ସମୟରେ କେହି ଦୁର୍ବୃତ୍ତ ତାଙ୍କ ବ୍ୟାଗ ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri