ଅବସର ନେବେ ଅମିତାଭ !

ମୁମ୍ବାଇ: ବଲିଉଡ୍‌ ବିଗ୍‌ ବି ଅମିତାଭ ବଚ୍ଚନ ଅବସର ନେବେ ବୋଲି ତାଙ୍କ ବ୍ଲଗ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି। ୧୯୬୯ରୁ ‘ସାତ ହିନ୍ଦୁସ୍ତାନୀ’ ମାଧ୍ୟମରେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିବା ଅମିତାଭ ବିଟାଉନରେ ୫୦ ବର୍ଷ ପୂରଣ କରି ସାରିଛନ୍ତି। ବିନା କୌଣସି ବିରତିରେ ସେ ଏହି ୫୦ ବର୍ଷ ପୂରଣ କରିଛନ୍ତି। ନିକଟରେ ସେ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ଶୁଟିଂ ପାଇଁ ମନାଲି ପହଞ୍ଚିଥିଲେ। ହେଲେ ସେଠାରେ ସେ ଏକ ବ୍ଲଗ୍‌ ଲେଖି ସୂଚନା ଦେଇଛନ୍ତି କି ସେ ହୁଏତ ଅବସର ନେଇପାରନ୍ତି। ଉକ୍ତ ବ୍ଲଗରେ ସେ ଲେଖିଛନ୍ତି ମନାଲି ପହଞ୍ଚିବାକୁ ତାଙ୍କୁ ୧୨ ଘଣ୍ଟା ସମୟ ଲାଗିଛି। ଏପଟେ ରାସ୍ତା ମଧ୍ୟ ଠିକ୍‌ ନାହିଁ। ସେଠାରେ ରହିବା ଓ ପରିବେଶ ମଧ୍ୟ ତାଙ୍କୁ ଠିକ୍‌ ଲାଗି ନାହିଁ ବୋଲି ଲେଖିବା ସହ ସେ ଅବସର ନେବା ଆବଶ୍ୟକ ବୋଲି କହିଛନ୍ତି। କାରଣ ଏବେ ମନ ଗୋଟିଏ ଆଡେ ଯିବା ବେଳେ ଆଙ୍ଗୁଠି ଆଉ ଗୋଟେ ଆଡେ ଯାଉଛି। ଏସବୁ ଲେଖା ଦେଖିବା ପରେ ଅନୁମାନ କରାଯାଉଛି କି ଅମିତାଭ ଏବେ ଅବସର ନେବାକୁ ବୋଧହୁଏ ପ୍ରସ୍ତୁତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri