ଅବସର ନେଲେ ଅଜୀମ ପ୍ରେମଜୀ

ନୂଆଦିଲ୍ଲୀ,୩୧-୭: ଦୀର୍ଘ ୫୩ ବର୍ଷ ଧରି ଓ୍ବିପ୍ରୋ ଚେୟାରମ୍ୟାନ୍‌ ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଅଜିମ ପ୍ରେମଜୀ ମଙ୍ଗଳବାର ଅବସର ନେଇଛନ୍ତି। ଆଜିର ଦିନରେ ସେ ଅବସର ନେବେ ବୋଲି ପୂର୍ବରୁ ସେ ଘୋଷଣା କରିସାରିଥିଲେ। ବୁଧବାର ତାଙ୍କ ପୁତ୍ର ରିଷଦ କମ୍ପାନୀର ଚେୟାରମ୍ୟାନ ଭାବେ ଦାୟିତ୍ୱ ସମ୍ଭାଳିବେ। ତେବେ ଅଜିମ କମ୍ପାନୀର ଅଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ପ୍ରତିଷ୍ଠାତା ଅଧ୍ୟକ୍ଷ ଭାବେ ନିଜ ଦାୟିତ୍ୱ ସମ୍ଭାଳିବେ ବୋଲି ଜଣାପଡିଛି। ଅଜିମ ଆଇଟି ଇଣ୍ଡଷ୍ଟ୍ରିରେ ଜଣେ ବିଜନେସ୍‌ ଟାଇକୁନ ଭାବେ ପ୍ରସିଦ୍ଧ ହେବା ସହ ପରୋପକାର କାର୍ଯ୍ୟରେ ମଧ୍ୟ ବିଶ୍ୱରେ ତାଙ୍କର ସ୍ବତନ୍ତ୍ର ପରିଚୟ ରହିଛି। ପରୋପକାର ମାମଲାରେ ସେ ଏସିଆରେ ଏକ ନମ୍ବର ଉଦ୍ୟୋଗପତି ଓ ବିଶ୍ୱର ଶୀର୍ଷ ୫ ଜଣଙ୍କ ମଧ୍ୟରେ ରହିଛନ୍ତି। ତାଙ୍କର ମୋଟ ସମ୍ପତ୍ତିର ମୂଲ୍ୟ ପ୍ରାୟ ୧.୫୫ ଲକ୍ଷ କୋଟି ଟଙ୍କା ହେବ। ମାର୍ଚ୍ଚରେ ସେ ୫୨,୭୫୦ କୋଟି ଟଙ୍କାର ଶେୟାର ଦାନ କରିଦେଇଛନ୍ତି। ସେ ଅଦ୍ୟାବଧି ୧.୪୫ ଲକ୍ଷ କୋଟି ଟଙ୍କା ଦାନରେ ଦେଇସାରିଛନ୍ତି। ତାଙ୍କର ପରୋପକାର ଓ ଦାନ ସମ୍ପର୍କରେ ମାଇକ୍ରୋସଫ୍‌ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ପ୍ରଶଂସା କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri