ଅବସାଦମୁକ୍ତ କରିବ ଏରୋବିକ୍ସ ବ୍ୟାୟାମ

ଦୈନନ୍ଦିନ ୪୫ ମିନିଟ୍‌ ପର୍ଯ୍ୟନ୍ତ ବ୍ୟାୟାମ୍‌ କରିବା ଦ୍ୱାରା ଅବସାଦ ଦୂରେଇଥାଏ। ଏଥିପାଇଁ ସପ୍ତାହକୁ ତିନି ଦିନ ଏରୋବିକ୍ସ ବ୍ୟାୟାମ୍‌ କରିବା ଉଚିତ୍‌। ଅବସାଦ ଏଭଳି ଏକ ମାନସିକ ସମସ୍ୟା। ଯେଉଁଥିରୁ ବାହାରିବା ଆଦୌ ସହଜ କାମ ନୁହେଁ। ଏହା ବ୍ୟକ୍ତିର ମାନସିକ ଏବଂ ଶାରୀରିକ ସ୍ବାସ୍ଥ୍ୟକୁ ପ୍ରଭାବିତ କରିଥାଏ। ଅବସାଦରେ ଗ୍ରସିତ ବ୍ୟକ୍ତି ସବୁବେଳେ ଏକୁଟିଆ ଏବଂ ଉଦାସ ରହିଥାଏ। ଏହାସହ ମନରେ ଅଜବ ଚିନ୍ତାଧାରା ଉତ୍ପନ୍ନ ହୋଇଥାଏ। ପୀଡ଼ିତର ମନକୁ ବୁଝିପାରିବା ଜଣେ ସାଧାରଣ ମଣିଷ ପକ୍ଷେ ସହଜ ହୋଇ ନ ଥାଏ। ଏହାର ଚିକିତ୍ସା ପାଇଁ ଅନେକ ଲୋକ ଥେରାପିଷ୍ଟଙ୍କ ସାହାଯ୍ୟ ନେଇଥାନ୍ତି। ଏମିତିକି ହଜାର ହଜାର ଟଙ୍କା ଖର୍ଚ୍ଚ କରି ଔଷଧ ସେବନ କରିଥାନ୍ତି। କିନ୍ତୁ ଏସବୁଥିରେ ଅବସାଦମୁକ୍ତ ହେବାକୁ ଢେର୍‌ ସମୟ ଲାଗିଥାଏ। ହୁଏତ ଭଲ ହେବା ପୂର୍ବରୁ ଅବସାଦଗ୍ରସ୍ତ ବ୍ୟକ୍ତି କିଛି ଭୁଲ୍‌ ପଦକ୍ଷେପ ଉଠାଇପାରେ। ଏଣୁ ଏଭଳି ସମସ୍ୟାରୁ ତୁରନ୍ତ ରକ୍ଷାପାଇବାରେ ଏରୋବିକ୍ସ ବ୍ୟାୟାମ୍‌ ବେଶ୍‌ ସହାୟତା କରିଥାଏ। ଦୌଡ଼, ପହଁରା, ଚାଲିବା ଏବଂ ଜୁମ୍ବା ଭଳି ବ୍ୟାୟାମ୍‌ ଅବସାଦଗ୍ରସ୍ତଙ୍କ ମନକୁ ଭୁଲାଇବା ସହ ଶରୀରକୁ ସୁସ୍ଥ ରଖିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri