ଅବାଧ ଗଛକଟା, ଶିକାରୀମାନଙ୍କର ପ୍ରବେଶ: ବନ୍ୟଜନ୍ତୁ ଗାଁମୁହାଁ

ହାଟଡିହୀ,୧୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବିଦ୍ୟାଧରପୁର ହରିଜନ ସାହିରୁ ରବିବାର ଏକ ହରିଣ ଉଦ୍ଧାର କରାଯାଇଛି । କାୈଣସି କାରଣବଶତଃ ହରିଣଟି ଗାଁ ଭିତରକୁ ପଶି ଆସିଥିଲା। ଗାଁ ଲୋକେ ହରିଣକୁ ଉଦ୍ଧାର କରି ବନ କର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହରିଣକୁ ନେଇ ଜଙ୍ଗଲରେ ଛାଡିଥିଲେ।
ସୂଚନାଯୋଗ୍ୟ, ହଦଗଡ଼ ବନ୍ୟଖଣ୍ଡ ଅଞ୍ଚଳରେ ଅବାଧ ଗଛକଟା ଓ ଶିକାରୀମାନଙ୍କର ପ୍ରବେଶ ଯୋଗୁ ବନ୍ୟଜନ୍ତୁମାନେ ଭୟଭୀତ ହୋଇ ଗାଁମୁହାଁ ହେଉଥିବା କୁହାଯାଉଛି। ଅନେକ ସମୟରେ ହାତୀ, ଭାଲୁ ପରି ଅନ୍ୟ ବନ୍ୟଜନ୍ତୁମାନେ ଜଙ୍ଗଲ ପାଖାପାଖି ଗାଁଗୁଡିକରେ ପଶି ବହୁ କ୍ଷତି କରୁଥିବା ନଜିର ରହିଛି। ଧନଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ବିହୀତ ପଦକ୍ଷେପ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ ଏକ…

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ…

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ…

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା ଚୋରି…

ସୌଜନ୍ୟ ବଦଳରେ ସ୍ବଜନ୍ୟ ଲେଖାକୁ ନେଇ ଉଦବେଗ ପ୍ରକାଶ କଲେ ପର୍ଯ୍ୟଟକ

ଦାରିଙ୍ଗବାଡି, ୨୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶାର କାଶ୍ମୀର ଭାବେ ବହୁ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଛନ୍ତି କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri