Posted inଜାତୀୟ

ଅଭିନନ୍ଦନଙ୍କ ନିଶକୁ କପି କରି ଅସଲି ହିରୋଙ୍କ ନକଲ କରୁଛି ବୋଲି କହିଲେ ଭୋପାଳ ପୋଲିସ

ଭୋପାଳ,୧୩।୭: ମଧ୍ୟପ୍ରଦେଶ ଭୋପାଳର ପୋଲିସକର୍ମୀ କୈଳାଶ ପାଓ୍ବାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ନିଶ ଭଳି ନିଶ ରଖି ଏବେ ଆସିଛନ୍ତି ଚର୍ଚ୍ଚାକୁ। ଏହାକୁ ନେଇ କୈଳାଶ କହିଛନ୍ତି ଅସଲି ହିରୋଙ୍କ ନକଲ କରୁଛି। ଏହାସହ ଅଭିନନ୍ଦନଙ୍କ ଭଳି ନିଶ ରଖିଲେ ଅଧିକ ଦେଶଭକ୍ତି ମନରେ ଆସିବ। ଫିଲ୍ମର ହିରୋଙ୍କ ଭଳି ଷ୍ଟାଇଲ କଲେ ଏଥିରେ କୌଣସି ଲାଭ ନାହିଁ ବରଂ ଅଭିନନ୍ଦନ ଯେଭଳି ବୀରତାର ପରିଚୟ ଦେଲେ ସେ ହିଁ ପ୍ରକୃତ ହିରୋ ବୋଲି କହିଛନ୍ତି କୈଳାଶ। ସୂଚନାଯୋଗ୍ୟ, ପାକିସ୍ତାନର ବାଲାକୋଟ ଆକ୍ରମଣ ପରେ ଦେଶରେ ହିରୋ ପାଲଟି ଯାଇଥିବା ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କର ବହୁ ପ୍ରଶଂସକ ରହିଛନ୍ତି। ଯେ ଯେଭଳି ଭାବେ ବାଲାକୋଟ ଆକ୍ରମଣରେ ସାମିଲ ହୋଇଥିଲେ ତାହା ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri