Posted inଜାତୀୟ

ଅଭିନନ୍ଦନଙ୍କ ନିଶକୁ କପି କରି ଅସଲି ହିରୋଙ୍କ ନକଲ କରୁଛି ବୋଲି କହିଲେ ଭୋପାଳ ପୋଲିସ

ଭୋପାଳ,୧୩।୭: ମଧ୍ୟପ୍ରଦେଶ ଭୋପାଳର ପୋଲିସକର୍ମୀ କୈଳାଶ ପାଓ୍ବାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ନିଶ ଭଳି ନିଶ ରଖି ଏବେ ଆସିଛନ୍ତି ଚର୍ଚ୍ଚାକୁ। ଏହାକୁ ନେଇ କୈଳାଶ କହିଛନ୍ତି ଅସଲି ହିରୋଙ୍କ ନକଲ କରୁଛି। ଏହାସହ ଅଭିନନ୍ଦନଙ୍କ ଭଳି ନିଶ ରଖିଲେ ଅଧିକ ଦେଶଭକ୍ତି ମନରେ ଆସିବ। ଫିଲ୍ମର ହିରୋଙ୍କ ଭଳି ଷ୍ଟାଇଲ କଲେ ଏଥିରେ କୌଣସି ଲାଭ ନାହିଁ ବରଂ ଅଭିନନ୍ଦନ ଯେଭଳି ବୀରତାର ପରିଚୟ ଦେଲେ ସେ ହିଁ ପ୍ରକୃତ ହିରୋ ବୋଲି କହିଛନ୍ତି କୈଳାଶ। ସୂଚନାଯୋଗ୍ୟ, ପାକିସ୍ତାନର ବାଲାକୋଟ ଆକ୍ରମଣ ପରେ ଦେଶରେ ହିରୋ ପାଲଟି ଯାଇଥିବା ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କର ବହୁ ପ୍ରଶଂସକ ରହିଛନ୍ତି। ଯେ ଯେଭଳି ଭାବେ ବାଲାକୋଟ ଆକ୍ରମଣରେ ସାମିଲ ହୋଇଥିଲେ ତାହା ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?