ଅଭିନବ ଉପାୟରେ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୭ା୭-ଟାଉନ ଥାନା ଅନ୍ତର୍ଗତ ମିଲିଟାରୀ ଲାଇନରେ ଥିବା କାନାରା ବ୍ୟାଙ୍କରେ ଲୁଟେରାମାନେ ଶନିବାର ଜଣେ ଜମାକାରୀଙ୍କ ୧୮ ହଜାର ୫ଶହ ଟଙ୍କା ଅଭିନବ ଉପାୟରେ ଠକି ନେଇଛନ୍ତି। ନିଳାଦ୍ରୀବିହାରର ଶିବରାମ ସାହୁ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ନଂ.୧୩୬/୧୯ରେ ମାମଲା ରୁଜୁ ହୋଇଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ ଶିବରାମ ଉକ୍ତ ବ୍ୟାଙ୍କକୁ ୫୦ ହଜାର ଟଙ୍କା ଜମା କରିବାକୁ ଯାଇଥିଲେ । ସେଠାରେ ଧାଡ଼ିରେ ଠିଆ ହୋଇଥିବା ବେଳେ ତାଙ୍କ ପଛରେ ଠିଆ ହୋଇଥିବା ଦୁଇଜଣ ଯୁବକ ଜମାକାରୀଙ୍କୁ ସେ ଧରିଥିବା ଟଙ୍କାର କ୍ରମିକ ସଂଖ୍ୟା ଦେଖିବା ପାଇଁ କହିଥିଲେ। ହେଲେ ଲୁଟେରାଙ୍କ ଚାଲର ପଡି ଜମାକାରୀ ଜଣଙ୍କ ଧରିଥିବା ସମସ୍ତ ଟଙ୍କାର କ୍ରମିକ ସଂଖ୍ୟା ଦେଖିବାକୁ ଦେଇଥିଲେ। କିଛି ସମୟ ପରେ ସେମାନେ ଜମାକାରୀଙ୍କୁ ଟଙ୍କା ଫେରାଇ ଦେଇଥିଲେ। ସେ ବ୍ୟାଙ୍କର କ୍ୟାଶ୍‌ କାଉଣ୍ଟରରେ ଟଙ୍କା ଗଣିବା ବେଳେ ସେଥିରୁ ୧୮ ହଜାର ୫ଶହ ଟଙ୍କା କମ ଥିବା ଜାଣିବାକୁ ପାଇଥିଲେ। ଶିବରାମ ଯୁବକଙ୍କୁ ଖୋଜିବା ବେଳେ ସେମାନେ ଫେରାର ହୋଇଯାଇଥିବା ଜାଣିବାକୁ ପାଇଥିଲେ। ପୋଲିସ ବ୍ୟାଙ୍କରେ ପହଞ୍ଚତ୍ ସିସିଟିଭି ଫୁଟେଜ୍‌ ଯାଞ୍ଚ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri