ଅଭିନେତ୍ରୀ ଅମୃତାଙ୍କ ସହ ଥିଲା ରବି ଶାସ୍ତ୍ରୀଙ୍କ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀଙ୍କ ସହ କ୍ରିକେଟ୍‌ ଖେଳାଳୀଙ୍କ ସମ୍ପର୍କ କିଛି ନୂଆ କଥା ନୁହେଁ। ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳୀ ଅଭିନେତ୍ରୀଙ୍କୁ ପ୍ରେମ କରି ବିବାହ କରିଛନ୍ତି। ଏହି ତାଲିକାରେ ଅଛନ୍ତି ବିରାଟ କୋହଲୀ, ଯୁବରାଜ ସିଂହ, ଜହୀର ଖାନ ପ୍ରମୁଖ। ହେଲେ ଦଳର କୋଚ୍‌(ପ୍ରଶିକ୍ଷକ) ରବି ଶାସ୍ତ୍ରୀ କିନ୍ତୁ ଅଭିନେତ୍ରୀଙ୍କୁ ପ୍ରେମ କରି ବିଫଳ ହୋଇଛନ୍ତି।

ରବି ଶାସ୍ତ୍ରୀ ପ୍ରଥମେ ଶୈଫଙ୍କ ପୂର୍ବ ପତ୍ନୀ ଅମୃତା ସିଂହଙ୍କ ପ୍ରେମରେ ପଡ଼ିଥିଲେ। ଅମୃତା ସର୍ବଦା ଶାସ୍ତ୍ରୀଙ୍କ ଖେଳ ଦେଖିବାକୁ ଷ୍ଟାଡିୟମ ଯାଉଥିଲେ। ଉଭୟ ଏକ ମାଗାଜିନର କଭର ପେଜ୍‌ରେ ଆସିବା ପରେ ଏହି ସମ୍ପର୍କ ଉପରୁ ପରଦା ଉଠିଥିଲା। ଏଣୁ ସେମାନେ ବିବାହ କରିବେ ବୋଲି କୁହାଯାଉଥିଲା। ମାତ୍ର ଶାସ୍ତ୍ରୀ ୧୯୯୦ରେ ରିତୁ ସିଂହଙ୍କୁ ବିବାହ କରିଥିଲେ। ଏହାପରେ ଅମୃତା ନିଜ ଠାରୁ ୧୦ ବର୍ଷ ସାନ ସୈଫଙ୍କୁ ବିବାହ କରିଥିଲେ। ଅମୃତା ଏବେ ସୈଫ୍‌ଙ୍କଠାରୁ ଅଲଗା ହୋଇ ସାରିଥିବା ବେଳେ ଶାସ୍ତ୍ରୀ ମଧ୍ୟ ୨୦୧୨ରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଛନ୍ତି।

ଏହାପରେ ୨୦୧୮ରେ ଅଭିନେତ୍ରୀ ନିମରତ କୌରଙ୍କ ସହ ଶାସ୍ତ୍ରୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହୋଇଥିଲା। ମାତ୍ର ଏହି ଖବର ମିଥ୍ୟା ବୋଲି ନିମରତ ସଫେଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।…

୩୨ ବର୍ଷରେ ବି ଭର୍ଜିନ’ ଅଛନ୍ତି ସନା ମକବୁଲ! ବ୍ରେକଅପ ପରେ ଫ୍ୟୁଚର ପାର୍ଟନରକୁ ନେଇ ଏମିତି କହିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସନା ମକବୁଲ ବର୍ତ୍ତମାନ ଏକ ସାକ୍ଷାତକାର ପାଇଁ ଖବରରେ ଅଛନ୍ତି। ବିଗ ବସ ଓଟିଟି ୩ ଜିତିବା ପରେ, ସନା ଲଗାତାର ଭାବରେ ଶିରୋନାମାରେ…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

ଏହି ଗମ୍ଭୀର ରୋଗରେ ପୀଡିତ ଥିଲେ କୋହଲି, କ’ଣ ସେହି ରୋଗ, ଯେଉଁଥିରେ ୭୦% ଲୋକ ଶିକାର

ନୂଆଦିଲ୍ଲୀ,୨୦।୫: ବିଶ୍ୱର ସବୁଠାରୁ ସଫଳ ଖେଳାଳିମାନଙ୍କ ମଧ୍ୟରେ ଗଣାଯାଉଥିବା ବିରାଟ କୋହଲି ଅନେକ ସାକ୍ଷାତକାରରେ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, କ୍ୟାରିୟରର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri