ଅଭିବୃଦ୍ଧି ଅନୁମାନ କମାଇଲା ମୁଡିସ୍‌

ନୂଆଦିଲ୍ଲୀ,୧୧-୧୦: ଚଳିତ ଆର୍ଥତ୍କ ବର୍ଷ ଲାଗି ଦେଶର ଅଭିବୃଦ୍ଧି ଆକଳନକୁ ମୁଡିସ ଇନଭେଷ୍ଟର୍ସ ସର୍ଭିସ ୬.୨%ରୁ ୫.୮%କୁ ହ୍ରାସ କରିଛି। ଅଭିବୃଦ୍ଧି ପୂର୍ବାନୁମାନରେ ହ୍ରାସ ବିତ୍ତିୟ ଧାରା ଉପରେ ପ୍ରଭାବ ପକାଇବ ବୋଲି ମୁଡିସ୍‌ ଗୁରୁବାର କହିଛି। ପୂର୍ବରୁ ଅଗଷ୍ଟ ମାସରେ ଏହା ଦେଶର ଅଭିବୃଦ୍ଧି ଆକଳନକୁ ୬.୮%ରୁ କମାଇ ୬.୨% କରିଥିଲା। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୬ ବର୍ଷର ସର୍ବନିମ୍ନ ସ୍ତର ୫%କୁ ଖସିଛି। ଚାହିଦାରେ ହ୍ରାସ ଏବଂ ଆର୍ଥତ୍କ କ୍ଷେତ୍ରରେ ପ୍ରଭାବିତ ସ୍ଥିତି ଯୋଗୁ ଗତ ସପ୍ତାହରେ ରିଜର୍ଭ ବ୍ୟାଙ୍କ ମଧ୍ୟ ଏହାର ଅଭିବୃଦ୍ଧି ପୂର୍ବାନୁମାନକୁ ୬.୯%ରୁ ୬.୧%କୁ ଖସାଇଛି। ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ଭାରତର ଜିଡିପି ଅଭିବୃଦ୍ଧି ୬.୬% ହାରରେ ବଢିବ ବୋଲି ମୁଡିସ୍‌ ଆକଳନ କରିଛି।
ଗତ ୨ ବର୍ଷ ସମୟକୁ ବିଚାର କଲେ ପ୍ରକୃତ ଜିଡିପି ଅଭିବୃଦ୍ଧି ହାରରେ ହ୍ରାସ ଦେଖାଯାଉଥିବା ଏହି ଗ୍ଲୋବାଲ ରେଟିଂ ଏଜେନ୍ସି ପ୍ରକାଶ କରିଛି। ସରକାର କର୍ପୋରେଟ ଟିକସ ହ୍ରାସ କରିଥିବାରୁ ରାଜକୋଷକୁ ୧.୫୦ ଲକ୍ଷ କୋଟି ଟଙ୍କାର ପ୍ରଭାବ ପଡିବ। ଏହା ବିତ୍ତିୟ ନିୟଣ୍ଟ ଧାରାରେ ମଧ୍ୟ ପରିଲକ୍ଷିତ ହେବ। ବିତ୍ତିୟ ନିୟଣ୍ଟକୁ ଦେଶର ମୋଟ ଜିଡ଼ିପିର ୩.୩%ରେ ରଖିବା ନେଇ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ମାତ୍ର ଏହା ପ୍ରାୟ ୩.୭% ଛୁଇଁବ ବୋଲି ମୁଡିସ୍‌ ଆକଳନରେ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri