ଅଭିବୃଦ୍ଧି ଅନୁମାନ କମାଇଲା ଡିବିଏସ୍‌

ନୂଆଦିଲ୍ଲୀ, ୩।୯
ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ଅନୁମାନକୁ ବ୍ୟାଙ୍କିଂ ସେବା ପ୍ରଦାନକାରୀ ଡିବିଏସ୍‌ ହ୍ରାସ କରିଛି। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ୬.୮% ରହିବ ବୋଲି ଏହା ପୂର୍ବରୁ କହିଥିଲା। ମାତ୍ର ବର୍ତ୍ତମାନ ଏହା ଅନୁମାନ ୬.୨%କୁ ହ୍ରାସ କରିଛି। ୨୦୧୯-୨୦ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସ ଘରୋଇ ବଜାରରେ ମାନ୍ଦାବସ୍ଥା ରହିଥିବା ଡିବିଏସ୍‌ ଏହାର ରିପୋର୍ଟରେ ପ୍ରକାଶ କରିଛି। ଦ୍ୱିତୀୟ ତ୍ରୈମାସରେ ଏହା ସୁଧୁରିବାର ଅବସର ରହିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ତ୍ରୈମାସ ଅଭିବୃଦ୍ଧି ହାର ୬.୫% ଛୁଇଁପାରେ। ୨୦୨୦-୨୧ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ହାର ସୁଧାର ନେଇ ଏହା ଆଶା ପ୍ରକଟ କରିଛି। ଅଭିବୃଦ୍ଧି ହାର ୭% ନିକଟତର ହେବ ବୋଲି ଏହା ପ୍ରକାଶ କରିଛି। ଅର୍ଥନୀତି ୬.୮% ହାରରେ ତ୍ୱରାନ୍ବିତ ହେବା ନେଇ ଏହା ଅନୁମାନ କରିଛି। ଅକ୍ଟୋବରରେ ସୁଧହାର ୦.୧୫%ରୁ ୦.୨୫% ପର୍ଯ୍ୟନ୍ତ କମିପାରେ ବୋଲି ଡିବିଏସ୍‌ର ଅର୍ଥନୀତିଜ୍ଞ ରାଧିକା ରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri