ଅଭିବୃଦ୍ଧି ଲାଗି ଇନ୍‌ଭେଷ୍ଟ ଇନ୍‌ ଇଣ୍ଡିଆର ପଦକ୍ଷେପ

ନୂଆଦିଲ୍ଲୀ,୨୨।୪: ଦେଶର ଅଭିବୃଦ୍ଧି ଫେରାଇ ଆଣାଯିବ ବୋଲି ଶିଳ୍ପଜଗତ ସହ ମିଳିତ ହୋଇ କାମ କରୁଥିବା ଇନ୍‌ଭେଷ୍ଟ ଇଣ୍ଡିଆର ଏମ୍‌ଡି ତଥା ସିଇଓ ଦୀପକ ବାଗଲା କହିଛନ୍ତି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ବାଣିଜ୍ୟ ମନ୍ତ୍ରଣାଳୟ ଏହି ଏଜେନ୍ସି ବିଭିନ୍ନ ପଦକ୍ଷେପ ହାତକୁ ନେଇଛି। ଭାରତ-କାନାଡା ବିଜ୍‌ନେସ କରିଡରର ୧୫୦ ଅଂଶୀଦାରଙ୍କୁ ଏକ ଓ୍ବେବିନାରରେ ସେ ସମ୍ବୋଧିତ କରିଛନ୍ତି। ଇଣ୍ଡୋକାନାଡିଆନ ବିଜ୍‌ନେସ ଚାମ୍ବର ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦ୍ୱିପାକ୍ଷିକ ବାଣିଜ୍ୟ ନେଇ ବିଭିନ୍ନ ଆଲୋଚନା କରାଯାଇଛି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟକୁ ନୂଆ ସୁଯୋଗ ଭାବେ ଗ୍ରହଣ କରିବା ଦିଗରେ ପଦକ୍ଷେପ ନିଆଯାଉଥିବା ଚାମ୍ବରର ସିଇଓ ନାଦିରା ହମିଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?