ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ଭୁବନେଶ୍ୱର (ବ୍ୟୁରୋ)/ପାତ୍ରପଡା, ୨୩ା୧୧(ଡି.ଏନ.ଏ): ଅନିଲ ଜେନା ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି ନେଇ ବାହାଦଳପୁର ଅଞ୍ଚଳର ଶତାଧିକ ଲୋକେ ଶୁକ୍ରବାର ରାତିରେ ଖଣ୍ଡଗିରି ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ଆଇଗିଣିଆ ଆଳୁଗଦିଠାରେ ରାସ୍ତାରୋକୋ କରିଥିଲେ। ଖବର ପାଇ ଜୋନ୍‌ -୩ ଏସିପି ପ୍ରାଣକୃଷ୍ଣ ରାଉତ, ଖଣ୍ଡଗିରି ଥାନା ଅଧିକାରୀ ପ୍ରମୁଖ ପହଞ୍ଚି ଅବରୋଧକାରୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।
ପୋଲିସ ସୂଚନା ଅନୁଯାୟୀ, ଖଣ୍ଡଗିରି ଥାନା ଅଧୀନ ବାହାଦଲପୁର ଅଞ୍ଚଳରେ ଗତ ୭ ତାରିଖରେ ଅନିଲ ଜେନା ଓ ତାଙ୍କ ବାପା ଅଭିମନ୍ୟୁଙ୍କୁ ଗୁଳିମାଡ଼ ହୋଇଥିଲା। ଏଥିରେ ଅନିଲଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ବାପା ଗୁରୁତର ଆହତ ହୋଇଥିଲେ। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଥିଲା। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ଦାବିରେ ବାହାଦଲପୁର ଗଁ।ରେ ଲୋକେ ପୋଲିସ ଅଧିକାରୀଙ୍କ ନିକଟରେ ଦାବି କରିଥିଲେ। ଘଟଣାର ୧୫ଦିନ ବିତି ଯାଇଥିଲେ ହେଁ ପୋଲିସ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିପାରି ନାହିଁ। ୪ଦିନ ଭିତରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ସ୍ଥାନୀୟ ଅଞ୍ଚଳରେ ନିଶା କାରବାରକୁ ବନ୍ଦ କରିବା ପାଇଁ ଆନ୍ଦୋଳନକାରୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?