Posted inଜାତୀୟ

ଅଭିଯୁକ୍ତ ବଳାତ୍କାରୀଙ୍କୁ ଏନ୍‌କାଉଣ୍ଟର ଦ୍ୱାରା କରାଯାଇନି ନ୍ୟାୟ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର  ପ୍ରତିଶୋଧ ପରାୟଣ ହୋଇ କରାଯାଇଛି। ଏହି ଘଟଣାରେ ନ୍ୟାୟ କରାଯାଇ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି। ଯୋଧପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଏଭଳି ନ୍ୟାୟ ଦେଶର ଆଇନ ବ୍ୟବସ୍ଥା ପାଇଁ ଠିକ୍‌ ନୁହେଁ। ପ୍ରତିଶୋଧ ପରାୟଣ ହୋଇ ନ୍ୟାୟ କରାଗଲେ ଏହାର ମୌଳିକତା ନଷ୍ଟ ହୋଇଯିବା ସ୍ବାଭାବିକ। ଏହା ଦ୍ୱାରା ଆଇନର ମୂଳ ସ୍ବରୂପ ହଜି ଯାଇଥାଏ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ଫାଇଲ ଗାଏବ

ଓଡ଼ିଶାରେ ଗତ ସପ୍ତାହର ଏକ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହେବା କଥା। ଦୁଇଟି ଘଟଣା ଖୋଦ୍‌ ସରକାରଙ୍କ ଦ୍ୱାରା ଲୋକଲୋଚନକୁ ଅଣାଗଲା। ରାଜ୍ୟ ସରକାରଙ୍କ ଗୃହ…

ଶାନ୍ତି ଚୁକ୍ତିରେ ଏହି ୧୪ ସର୍ତ୍ତ ରଖିଛି ଇରାନ

ତେହରାନ,୧୫ା୬: ଆମେରିକା ସହ ପ୍ରସ୍ତାବିତ ୧୪ ସୂତ୍ରୀ ସର୍ତ୍ତ ଜାରି କରିଛି ଇରାନ। ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, ଏହି ଦାବିଗୁଡ଼ିକ ହେଲା ୩୦ ଦିନ ଭିତରେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଆମେରିକା-ଇରାନର ଶାନ୍ତି ଚୁକ୍ତିକୁ ବିଶ୍ୱର ସ୍ବାଗତ

ଓ୍ବାଶିଂଟନ,୧୫ା୬: ଇରାନ-ଆମେରିକା ଶାନ୍ତି ଚୁକ୍ତି ପାଇଁ ରାଜି ହୋଇଥିବାରୁ ସାରା ବିଶ୍ୱ ଏହାକୁ ସ୍ବାଗତ କରିଛି। କତାର, ତୁର୍କି, ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଆଦି ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri