Posted inଜାତୀୟ

ଅଭେଦ୍ୟ ହେବ ଦିଲ୍ଲୀ ଏନ୍‌ସିଆର୍‌: ଚାରିପଟେ ସୁରକ୍ଷା ଲାଗି ମୁତୟନ କରାଯିବ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ଏନ୍‌ସିଆର୍‌ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ଲାଗି ଯୋଜନା ପ୍ରସ୍ତୁତ ହୋଇଛି। ଏହାର ଚାରିପଟେ ଶତ୍ରୁ ଆକ୍ରମଣର ମୁକାବିଲା ପାଇଁ କ୍ଷେପଣାସ୍ତ୍ର ମୁତୟନ କରାଯିବ। ଏଥିପାଇଁ ଭାରତ ଆମେରିକା, ରୁଷିଆ ତତା ଇସ୍ରାଏଲ୍‌ ସହିତ କଥାବାର୍ତ୍ତା ଜାରି ରଖିଛି। ନେଇ ଭାରତ ଆମେରିକାଠାରୁ ନ୍ୟାସନାଲ ଆଡଭାନ୍ସଡ୍‌ ସରଫେସ୍‌ ଟୁ ଏୟାର ମିଜାଇଲ୍‌ ସିଷ୍ଟମ୍‌-୨ ଆଣିବାର ଯୋଜନା କରୁଛି। ଏହାଦ୍ୱାରା ଦିଲ୍ଲୀ ଏନ୍‌ସିଆର୍‌ ଅଭେଦ୍ୟ ଦୁର୍ଗ ପାଲଟିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri