Posted inଖେଳ

ଅଭ୍ୟାସ ବେଳେ କୋହଲିଙ୍କ ଆଙ୍ଗୁଠିରେ ବାଜିଲା ବଲ୍‌

ଗୁଆହାଟୀ,୪ା୧ (ପି.ଟି.): ଏଠାରେ ରବିବାର ଖେଳାଯିବାକୁଥିବା ଶ୍ରୀଲଙ୍କା ବିପକ୍ଷ ଟି୨୦ ପାଇଁ ଶନିବାର ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ ଅଭ୍ୟାସ କରିଛନ୍ତି। ଏହି ସମୟରେ ଅଧିନାୟକ ବିରାଟ କୋହଲିଙ୍କ ବାମହାତ କାଣି ଆଙ୍ଗୁଠିରେ ଆଘାତ ଲାଗିଛି। ପ୍ରାକ୍ଟିସ ସେସନର ପ୍ରଥମାର୍ଦ୍ଧରେ ଏହି ଘଟଣା ଘଟିଛି। ଟିମ୍‌ ଫିଜିଓ ନୀତିନ ପଟେଲ ତୁରନ୍ତ କୋହଲିଙ୍କ ନିକଟକୁ ଯାଇ ମ୍ୟାଜିକ୍‌ ସ୍ପ୍ରେ ବ୍ୟବହାର କରିଥିଲେ। ଭାରତୀୟ ପ୍ରାକ୍ଟିସ ସେସନରେ ଅନୁପସ୍ଥିତ ରହିଥିବା ପ୍ରମୁଖ ଖେଳାଳି ହେଲେ ରାବୀନ୍ଦ୍ର ଜାଡେଜା। ୨୨ ମାସ ପରେ ଏକ ଟି୨୦ ମ୍ୟାଚରେ ଭାରତ ଓ ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଭାରତ ନିକଟରେ ଖେଳିଥିବା ଟି୨୦ ସିରିଜରେ ୨-୧ରେ ବିଜୟ ହାସଲ କରିଥିଲା। ଅନ୍ୟପକ୍ଷରେ ଶ୍ରୀଲଙ୍କା ଅଷ୍ଟ୍ରେଲିଆଠାରୁ ୦-୩ରେ ସିରିଜ ହାରିଥିଲା। ୧୨ବର୍ଷ ପୂର୍ବେ କୋହଲିଙ୍କ ପଦାର୍ପଣ ପରଠାରୁ ଭାରତ ବିପକ୍ଷରେ ଶ୍ରୀଲଙ୍କା କୌଣସି ଫର୍ମାଟରେ ସିରିଜ ବିଜୟୀ ହୋଇପାରି ନାହିଁ, ସେମାନେ କ୍ରମାଗତ ୧୬ଟି ଗେମ୍‌ରେ ପରାସ୍ତ ହୋଇଛନ୍ତି। ତେବେ ୨୦୧୪ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଶ୍ରୀଲଙ୍କା ଭାରତକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri