ଅମୃତଭଣ୍ଡାର ଉପକାରୀ ଗୁଣ

ଅମୃତଭଣ୍ଡାରେ ଭରି ରହିଛି ଅନେକ ଉପକାରୀ ଗୁଣ। ଏହା ପାଚନତନ୍ତ୍ରକୁ ସକ୍ରିୟ କରିବା ସହ ମେଦବହୁଳତା ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରେ କ୍ୟାଲୋରିର ମାତ୍ରା ମଧ୍ୟ କମ୍‌ଥାଏ। ଏହା ତ୍ୱଚା ସମସ୍ୟା ସହ ଅନେକ ରୋଗରୁ ମୁକ୍ତି ଦେଇଥାଏ। ନିୟମିତ ଅମୃତଭଣ୍ଡା ବ୍ୟବହାର କରିବା ଫଳରେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ତେବେ ଜାଣନ୍ତୁ ଅମୃତଭଣ୍ଡାର ଉପକାରୀ ଗୁଣ ସମ୍ପର୍କରେ…

ଦୃଷ୍ଟିଶକ୍ତି- ଏହାକୁ ନିୟମିତ ଖାଇବା ଫଳରେ ଦୃଷ୍ଟିଶକ୍ତି ବଢ଼ିବା ସହ ଆଖି ସମସ୍ୟାରୁ ମୁକ୍ତି ମିଳିଥାଏ।

କୋଷ୍ଠକାଠିନ୍ୟ- କୋଷ୍ଠକାଠିନ୍ୟ ସମସ୍ୟାରୁ ମଧ୍ୟ ଅମୃତଭଣ୍ଡା ମୁକ୍ତି ଦେଇଥାଏ।

ହୃଦ୍‌ରୋଗ- ଏଥିରେ କୋଲେଷ୍ଟରଲ ମାତ୍ରା ନ ଥିବାରୁ ହୃଦ୍‌ରୋଗୀଙ୍କ ପାଇଁ ଲାଭକାରୀ ହୋଇଥାଏ।

ଉଜ୍ଜ୍ୱଳ ତ୍ୱଚା -ତ୍ୱଚା ଉଜ୍ଜ୍ୱଳ ଲାଗି ମଧ୍ୟ ଏହାକୁ ବ୍ୟବହାର କରାଯାଇଥାଏ। ଏହାର ଫେସ୍‌ ପ୍ୟାକ୍‌ ଲଗାଇବା ଫଳରେ ମୁହଁ ଉଜ୍ଜ୍ୱଳ ହୋଇଥାଏ।

ଆମେରିକା କୃଷି ବିଭାଗ ତଥ୍ୟାନୁଯାୟୀ, ୧୦୦ ଗ୍ରାମ୍‌ ଅମୃତଭଣ୍ଡାରେ ୪୩ ଗ୍ରାମ କ୍ୟାଲୋରି ରହିଥାଏ। ଏହାକୁ ଖାଇବା ଫଳରେ ଶରୀରରେ ଜଳୀୟଅଂଶ ଯଥେଷ୍ଟ ରହିଥାଏ। ୧୦୦ ଗ୍ରାମ ଅମୃତଭଣ୍ଡାରେ ୦.୪୭ ପରିମାଣରେ ପ୍ରୋଟିନ୍‌, ଫାଇଭର ୧.୭, କାର୍ବୋହାଇଡ୍ରେଡ୍‌ ୧୦.୮୨ ଓ ୭.୮ ସୁଗାର ପରିମାଣ ରହିଥାଏ। ତେବେ ମେଦବହୁଳତା ଦୂର କରିବା ଲାଗି ଏହା ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri