‘ଅମ୍ଫନ୍‌’ରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ, ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ପରର ସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଗୁରୁବାର ସମୀକ୍ଷା କରିଛନ୍ତି। ବାତ୍ୟାରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ ହୋଇଛି। ୧୫୦୦ ପଞ୍ଚାୟତର ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି। ଗୁରୁବାର ସୁଦ୍ଧା ଗମନାଗମନ ସ୍ବାଭାବିକ ହୋଇଯିବ। ସେସୁ ଅଞ୍ଚଳରେ ଦିନେ ନଚେତ ଦୁଇ ଦିନ ମଧ୍ୟରେ ବିଜୁଳି ପୁନଃସଂଯୋଗ କରାଯିବ। ଗୁରୁବାର ସନ୍ଧ୍ୟା ସୁଦ୍ଧା ୮୦% ବିଦ୍ୟୁତ୍‌ ସଂଯୋଗ ଦିଆଯିବ। ୨ ଦିନ ମଧ୍ୟରେ କୃଷିଜନିତ କ୍ଷୟକ୍ଷତି ଆକଳନ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri