‘ଅମ୍ଫନ୍‌’ରେ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା ଆକଳନ କରାଯାଇଛି। ପ୍ରାଥମିକ ଆକଳନ ଅନୁସାରେ ୧ ଲକ୍ଷ ହେକ୍ଟର ଫସଲ କ୍ଷତି ହୋଇଛି। ୨୬ ତାରିଖ ସୁଦ୍ଧା ଚୁଡ଼ାନ୍ତ ରିପୋର୍ଟ ଆକଳନ ହୋଇଯିବା ନେଇ ସରକାରଙ୍କ ପକ୍ଷରୁ ଶନିବାର କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ତାଲା ଖୋଲି ଦାନବାକ୍ସ ନେଇଗଲେ, ପୋଲିସର ତଦନ୍ତ ଆରମ୍ଭ

ଅମରପାଲି,୨୬।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ସହରର ତ୍ରିବେଣୀ ଛକ ସ୍ଥିତ ଦୁର୍ଗା ମନ୍ଦିରରୁ ଦାନବାକ୍ସ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମନ୍ଦିର କମିଟି ପକ୍ଷରୁ…

ବାତ୍ୟାକୁ ନେଇ IMD ଡିଜିଙ୍କ ବଡ଼ ସୂଚନା, ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦କିମି ବେଗରେ ବହିବ ପବନ

ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’। ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦ କିମି ବେଗରେ ପବନ ବହିବ…

ନଦୀରେ ଭାସୁଥିଲା ମୃତ କୁମ୍ଭୀର, ବାହ୍ୟ ଅଂଶରେ ନାହିଁ କୌଣସି ଆଘାତ ଚିହ୍ନ, ଉଦ୍ଧାର ପରେ…

ମାର୍ଶାଘାଇ,୨୬ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବଡ଼କୁଳ ପଞ୍ଚାୟତ ଗୋପୀନାଥପୁର ଗ୍ରାମ ନିକଟରେ ଲୁଣାନଦୀରୁ ଏକ ମୃତ କୁମ୍ଭୀର ଜବତ କରାଯାଇଛି। ରବିବାର…

ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ: ନିର୍ଜନ ଦ୍ୱୀପରେ ଆଶ୍ରୟ ନେଇଛନ୍ତି ୨୦ରୁ ଅଧିକ କଙ୍କଡ଼ା ଧରାଳି, ପହଞ୍ଚିନି ସଚେତନତା ବାର୍ତ୍ତା

ମହାକାଳପଡ଼ା,୨୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସ୍ଥଳଭାଗ ମୁହାଁ ହେଉଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ସୂଚନା ଅନୁଯାୟୀ,…

ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ

ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା…

ଓଜନ କମାଇବ ଫ୍ରୁଟ୍‌ ଜୁସ୍‌

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। କାରଣ ଏଥିରେ ବିଭିନ୍ନ ପ୍ରକାର ଭିଟାମିନ ଭରି ରହିଛି। ଏହା ଶରୀରକୁ…

ଡ୍ରିପ୍ରେସନ୍‌ରୁ ହୋଇପାରେ ହାର୍ଟ ଆଟାକ୍‌

ଡିପ୍ରେସନ ବା ଅବସାଦ ଏଭଳି ଏକ ସମସ୍ୟା ଯାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଅତ୍ୟଧିକ କାମ ଚାପ, ପାରିପାର୍ଶ୍ୱିକ ପରିସ୍ଥତି ଆଦି ଏଥିପାଇଁ କେତେକାଂଶରେ…

ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କୁ ଛଟେଇ ନେଇ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଜଣାଇବାକୁ ଦଣ୍ଡ ପ୍ରଣାମ ମାରିମାରି…

ଖୋର୍ଦ୍ଧା,୨୬ା୧୦(ପ୍ରଭାତ ପାଣିଗ୍ରାହୀ): ‘ଟାଟା ହଟାଅ, ଓଡ଼ିଶା ବଞ୍ଚାଅ’ ନାରାରେ ଖୋର୍ଦ୍ଧାରେ ତେଜିଛି ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କ ଆନ୍ଦୋଳନ। ଖୋର୍ଦ୍ଧା ବିଦ୍ୟୁତ୍‌ ଡିଭିଜନ ଅଧୀନ ୧୮ଟି ସେକ୍ସନରେ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?