ଅମ୍ଫନ୍‌ ମୁକାବିଲା: କୋଲକାତା ବିମାନ ବନ୍ଦରରେ ଉଡ଼ାଣ ବନ୍ଦ

କୋଲକାତା,୨୦।୫: ମହାବାତ୍ୟା ଅମ୍ଫନ୍‌ ଅପରାହ୍ନ ଅବା ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦିଘା ଏବଂ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗକୁ ଛୁଇଁବ। ସୁରକ୍ଷା ଦୃଷ୍ଟିରୁ କୋଲକାତା ବିମାନ ବନ୍ଦରରେ ସମସ୍ତ ଉଡ଼ାଣକୁ ଗୁରୁବାର ଭୋର୍‌ ୫ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହି ସମୟରେ ସ୍ବତନ୍ତ୍ର ବିମାନ ମଧ୍ୟ ଉଡ଼ାଣ କରିବ ନାହିଁ ବୋଲି ନିର୍ଦ୍ଦେଶ ଜାରି ହୋଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ତଟରକ୍ଷୀ ବାହିନୀଙ୍କୁ ସଜାଗ ରହିବାକୁ କୁହାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ଏବଂ ରିଲିଫ୍‌ କାର୍ଯ୍ୟ ଲାଗି ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri