ଅମ୍ଫନ କ୍ଷତିପୂରଣ ଦାବି

ବିଞ୍ଝାରପୁର, ୨୮।୫ (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ ପ୍ରଭାବରେ ବିଞ୍ଝାରପୁର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର ଶହ ଶହ ପରିବାର ପ୍ରଭାବିତ ହୋଇଛନ୍ତି। ଅନେକଙ୍କର କଚ୍ଚା ଘର ଭାଙ୍ଗି ଯାଇଥିବା ବେଳେ ବହୁ ପରିବାର ଖୋଲା ଆକାଶ ତଳେ ପଡ଼ିଛନ୍ତି। ତହସିଲ ପ୍ରଶାସନ ଏହାର ତଦନ୍ତ କରି ବିପନ୍ନମାନଙ୍କୁ ସହାୟତା ଯୋଗାଇ ଦେବାକୁ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ ଦାବି କରିଛନ୍ତି। ବୁଧବାର ସରପଞ୍ଚ ଧ୍ରୁବଚରଣ ସେଠୀ, ସୌଭାଗ୍ୟ କୁମାର ରାୟମହାପାତ୍ର, ସମରେନ୍ଦ୍ର ସାହୁ, ମିନତୀ ସାହୁ, ରଶ୍ମିତା ନାୟକ, ଆଶାଲତା ସାହୁ, ରଞ୍ଜିତା ଦାସ, ଆଶାଲତା ନାୟକ, ତରୁଣ କୁମାର ସାହୁ ପ୍ରମୁଖ ତହସିଲଦାରଙ୍କୁ ଭେଟି ବିପନ୍ନମାନଙ୍କ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଥିଲେ। ତଦନ୍ତ ପରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦିଆଯିବ ବୋଲି ତହସିଲଦାର ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?