ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଓଡିଶାକୁ ୫୦୦ କୋଟି: ମୋଦି

ଭୁବନେଶ୍ୱର,୨୨।୫(ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ବାତ୍ୟାର ମୁକାବିଲା ଦିଗରେ ରାଜ୍ୟବାସୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହ ରାଜ୍ୟର ବାତ୍ୟାଞ୍ଚଳ ଭାରତୀୟ ବାୟୁସେନା ହେଲିକପ୍ଟର ଯୋଗେ ବୁଲି ଦେଖିଥିଲେ। ପରେ ଭୁବନେଶ୍ୱର ବିମାନ ବନ୍ଦରର କନଫରେନ୍ସ ହଲରେ ପ୍ରଧାନମନ୍ତ୍ରୀ ମୋଦି ଏକ ଉଚ୍ଚସ୍ତରୀୟ ବୈଠକରେ ଅମ୍ଫନ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, ୫-ଟି ସଚିବ ଭିକେ ପାଣ୍ଡିଆନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ପୋଲିସ ଡିଜି ଅଭୟ, ମୁଖ୍ୟ ସଚିବ ଅସିତ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?