Posted inଜାତୀୟ

ଅଯୋଗ୍ୟ ହେଲେ ଯୋଗ୍ୟ: କର୍ନାଟକରେ ଫୁଟିିଲା ପଦ୍ମ

ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭା ଉପନିର୍ବାଚନରେ ୧୫ ଆସନ ମଧ୍ୟରୁ ଭାଜପା ୧୨ଟି ଆସନରେ ବିଜୟ ଲାଭ କରିବାକୁ ଯାଉଛିି। ଗୋଟିଏ ଆସନରେ ସ୍ବାଧୀନ ପ୍ରାର୍ଥୀ ଜିତିବା ଆଶା ଥିବାବେଳେ ୨ଟି ଆସନ କଂଗ୍ରେସ ଖାତାକୁ ଯିବ ବୋଲି କୁହାଯାଉଛି। ଉପନିର୍ବାଚନରେ ବାଚସ୍ପତିଙ୍କ ଦ୍ୱାରା ୪ ମାସ ତଳେ ଅଯୋଗ୍ୟ ଘୋଷିତ ହୋଇଥିବା ୧୭ ଜଣ ବିଧାୟକଙ୍କ ମଧ୍ୟରୁ ୬ ବିଜୟୀ ହୋଇଥିବାବେଳେ ୬ ଜଣ ଆଗୁଆ ରହିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପା ଖୁସି ବ୍ୟକ୍ତ କରି କହିଛନ୍ତି ଯେ, ବିଜୟୀ ଭାଜପା ବିଧାୟକଙ୍କ ମଧ୍ୟରୁ ୧୧ ଜଣଙ୍କୁ ଖୁବ୍‌ଶୀଘ୍ର କ୍ୟାବିନେଟ୍‌ରେ ସାମିଲ୍‌ କରାଯିବ। ଏହାଦ୍ୱାରା ରାଜ୍ୟ ବିଧାନସଭାରେ ଭାଜପା ବିଧାୟକଙ୍କ ସଂଖ୍ୟା ୧୧୭ରେ ପହଞ୍ଚିବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପାଇଁ ଭାଜପା ୧୧୨ ଜଣ ବିଧାୟକଙ୍କ ସମର୍ଥନ ଆବଶ୍ୟକ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri