Posted inଜାତୀୟ

ଅଯୋଧ୍ୟା ମାମଲା: ନିର୍ମୋହି ଆଖଡ଼ାକୁ ପୂଜା କରିବା ଅନୁମତି ଥିଲା; ନ ଥିଲା ଜମିର ଅଧିକାର କହିଲେ ମୁସଲମାନ୍‌ ପକ୍ଷ ଆଇନଜୀବୀ

ନୂଆଦିଲ୍ଲୀ,୪।୯: ଅଯୋଧ୍ୟା ମାମଲାର ୧୯ତମ ଦିନର ଶୁଣାଣି ବୁଧବାର ହୋଇଛି। ଏଥିରେ ମୁସଲମାନ୍‌ ପକ୍ଷ ଆଇନଜୀବୀ ରାଜୀବ ଧାଓ୍ବନ ଖଣ୍ଡପୀଠଙ୍କ ସମ୍ମୁଖରେ କହିଛନ୍ତି ଯେ, ୧୮୮୫ ପରଠାରୁ ନିର୍ମୋହି ଆଖଡ଼ା ପାଖରେ ବିବାଦୀୟ ଜମିରେ ପୂଜା କରିବାକୁ ଅନୁମତି ଥିଲା। ତେବେ ଜମିର ମାଲିକାନା ଆଖଡ଼ା ପାଖରେ ନ ଥିଲେ। ଏନେଇ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ପ୍ରଶ୍ନ କରିଥିଲେ ଯେ, ପୂଜା ଅଧିକାର ଥିବା ସତ୍ତ୍ୱେ ଜମିର ମାଲିକାନା କିଭଳି ନ ଥିଲା। ଏହାର ଉତ୍ତରରେ ରାଜୀବ ଧାଓ୍ବନ କହିଲେ କେବଳ ପୂଜା ପାଇଁ ଆଖଡ଼ାକୁ ଅନୁମତି ଦିଆଯାଇଥିଲା। ପରେ ଚବୁତରା ମଧ୍ୟ ଦିଆଯାଇଥିଲା। ମାତ୍ର ଟାଇଟଲ୍‌ ସୁଟ୍‌ର କୌଣସି ସମସ୍ୟା ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲ୍ଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri