ଅଯୋଧ୍ୟା ରାୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌: ରାୟ ଯାହା ବି ଆସୁ, ସମସ୍ତେ ସ୍ବୀକାର କରନ୍ତୁ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଯାହା ବି ରାୟ ଆସୁ, ତାକୁ ସମସ୍ତେ ସ୍ବୀକାର କରନ୍ତୁ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଅପିଲ୍‌ କରିଛନ୍ତି। ସମସ୍ତେ ଶାନ୍ତି ଏବଂ ସଦ୍‌ଭାବନା ସହ ରୁହନ୍ତୁ। ଭାଇଚାରା ଭାବନା ଆମର ଧର୍ମନିରପେକ୍ଷତାର ପରିଚୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଏହି ମାମଲାର ଚୂଡ଼ାନ୍ତ ନିର୍ଦ୍ଦେଶ ପୂର୍ବରୁ ସୁପ୍ରିମକୋଟ୍‌ ଐତିହାସିକ ରାୟ ଦେଇଛନ୍ତି। ବିଭିନ୍ନ ତଥ୍ୟପ୍ରମାଣ ସହ କୋର୍ଟ ମୁସଲିମ୍‌ ପକ୍ଷ ସୁନ୍ନି ଓ୍ବାକଫ୍‌ ବୋର୍ଡକୁ ଅନ୍ୟତ୍ର ୫ ଏକର ଜାଗା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବିବାଦୀୟ ଜମି ରାମ ଜନ୍ମଭୂମି ନ୍ୟାସକୁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମନ୍ଦିର ନିର୍ମାଣ ପାଇଁ ୩ ମାସ ମଧ୍ୟରେ ଟ୍ରଷ୍ଟ ତିଆରି ପାଇଁ କୋର୍ଟ ଆଦେଶ ଦେଇଛନ୍ତି। ଜମିର ମାଲିକାନା ସ୍ବତ୍ୱ ଟ୍ରଷ୍ଟକୁ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛିି। କୋର୍ଟଙ୍କ ଏଭଳି ରାୟ ପରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ବାଟ ପରିଷ୍କାର ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri