ଅଯୋଧ୍ୟା ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ଡିଜିପି ଓ ମୁଖ୍ୟ ସଚିବଙ୍କୁ ଭେଟିବେ ସିଜେଆଇ

ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଉତ୍ତର ପ୍ରଦେଶର ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କୁ ଶୁକ୍ରବାର ଭେଟିବାର କାର୍ଯ୍ୟକ୍ରମ ରହିଛି। ପୋଲିସ ମହାନିର୍ଦ୍ଦେଶକ ଓପି ସିଂହ, ମୁଖ୍ୟ ଶାସନ ସଚିବ ରାଜେନ୍ଦ୍ର ତିଓ୍ବାରି ଶୁକ୍ରବାର ଦ୍ୱିପରରେ ବିଚାରପତିଙ୍କ କାର୍ଯ୍ୟାଳୟରେ ତାଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଏହି ସମୟରେ ବିଚାରପତି ଗୋଗୋଇ ରାଜ୍ୟ ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା ଓ ସୁରକ୍ଷା ବ୍ୟବସ୍ଥା ଉପରେ ଆଲୋଚନା କରିବେ। ଶୁଣାଣି ପରେ ଯେମିତି ଉତ୍ତର ପ୍ରଦେଶରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ୍‌ ରହେ ସେନେଇ ନିଶ୍ଚିତ ହେବାକୁ ମୁଖ୍ୟ ବିଚାରପତି ରାଜ୍ୟର ଅନ୍ୟ ଅଧିକାରୀମାନଙ୍କ ସହ ମଧ୍ୟ ଆଲୋଚନା କରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ…

ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ…

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri