ଅରୁନ୍ଧତୀ ଜୁଏଲର୍ସ ଭୁବନେଶ୍ୱର ଶାଖାର ପୂର୍ତ୍ତୀ

ଭୁବନେଶ୍ୱର,୨୪-୯(ବ୍ୟୁରୋ):ଅରୁନ୍ଧତୀ ଜୁଏଲର୍ସ ଭୁବନେଶ୍ୱର ଶାଖା ପକ୍ଷରୁ ଦ୍ୱିତୀୟ ବର୍ଷ ପୂର୍ତ୍ତୀ ପାଳନ କରାଯାଇଛି। ଅରୁନ୍ଧତୀର ବ୍ରାଣ୍ଡ ଆମ୍ବାସଡର ତଥା ଓଡିଆ ସିନେମା ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଅରୁନ୍ଧତୀ ଗ୍ରୁପର ନିର୍ଦ୍ଦେଶକ ଅରୁନ୍ଧତୀ ମେହେର ଏହି ଦିବସଟିକୁ ଶୁଭେଚ୍ଛୁ ଏବଂ ପ୍ରଶଂସକଙ୍କ ସହ ପାଳନ କରିଥିଲେ। ଏହି ଅବସରରେ ଶୋ’ରୁମ ପକ୍ଷରୁ ରେଗୁଲାର ହଲମାର୍କ ଗହଣାର ମେକିଙ୍ଗ ଚାର୍ଜ ଫ୍ଲାଟ୍‌ ୨୯୯ ଟଙ୍କା ଘୋଷଣା କରାଯାଇଛି। ଏହି ଅଫର ଅରୁନ୍ଧତୀର ସବୁ ଶାଖାରେ ଆସନ୍ତା ମାସ ୮ ତାରିଖ ଯାଏ ଚାଲୁ ରହିବ। ସେହିଭଳି ଫେଷ୍ଟିଭ ଧମାଲ ଅଫର ଦ୍ୱାରା ଗ୍ରାହକ ୫୦୦୦ ଟଙ୍କାର କ୍ରୟ ଉପରେ ୩୦ ଜଣ ଲକ୍ଷପତି ହେବାର ସୁଯୋଗ ପାଇବେ। ଚଳିତ ମାସ ୨୫ ତାରିଖରେ ବରଗଡ ଶୋ’ରୁମରେ ଫେଷ୍ଟିଭ ଧମାଲ ସିଜିନ ୧ର ବିଜେତାଙ୍କ ନାମ ଘୋଷଣା ଲାଗି ଚୂଡାନ୍ତ ହୋଇଛି। ୨ ବର୍ଷ ମଧ୍ୟରେ ୧.୫ ଲକ୍ଷରୁ ଉର୍ଦ୍ଧ୍ୱ ଗ୍ରାହକ ସୃଷ୍ଟି କରିବାକୁ ସକ୍ଷମ ହୋଇଥିବା ଅରୁନ୍ଧତୀର ଏମ୍‌ଡି ବ୍ରହ୍ମାନନ୍ଦ ମେହେର କହିଛନ୍ତି। ଗ୍ରାହକଙ୍କୁ ସନ୍ତୋଷଜନକ ସେବା ସହ ଶୁଦ୍ଧତା ଏବଂ କାରୁକାର୍ଯ୍ୟଭରା ସୁନା ଗହଣା ଯୋଗାଣ ନେଇ ପ୍ରତିଶ୍ରୁତିବଦ୍ଧ ବୋଲି ସେ ପ୍ରକାଶ କରିଛନ୍ତି। ସେହିଭଳି ପର୍ବପର୍ବାଣୀ ଏବଂ ଉତ୍ସବ ସମୟରେ ଗ୍ରାହକଙ୍କ ଲାଗି ସ୍ବତନ୍ତ୍ର ଅଫର ପ୍ରଦାନ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri