Posted inଖେଳ

ଅର୍ଜୁନ ପୁରସ୍କାର ପାଇଁ ବୀରେନ୍ଦ୍ରଙ୍କ ନାମ ସୁପାରିସ

ଭୁବନେଶ୍ୱର, ୫।୬(କ୍ରୀଡ଼ା ପ୍ରତିନିଧି)- ଆଥଲେଟ୍‌ ଦୂତୀ ଚାନ୍ଦଙ୍କ ସହିତ ଅନ୍ତର୍ଜାତୀୟ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କ ନାମ ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ଅର୍ଜୁନ ପୁରସ୍କାର ୧ପାଇଁ ସୁପାରିସ କରାଯାଇଛି। ରାଜ୍ୟ କ୍ରୀଡ଼ା ବିଭାଗ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟକୁ ପଠାଇଥିବା ସୁପାରିସ ପତ୍ରରୁ ଏହା ଜଣାପଡ଼ିଛି। ୨୦୧୨ରୁ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ବୀରେନ୍ଦ୍ର ଏପର୍ଯ୍ୟନ୍ତ ଭାରତୀୟ ଦଳର ଜଣେ ନିର୍ଭରଯୋଗ୍ୟ ଡିଫେଣ୍ଡରଭାବେ ଖେଳି ଆସୁଛନ୍ତି। ୨୦୧୪ ଏସିଆନ ଗେମ୍ସ ସ୍ବର୍ଣ୍ଣ, ୨୦୧୮ ବ୍ରୋଞ୍ଜ, ୨୦୧୩ ଏସିଆ କପ୍‌ରେ ରୌପ୍ୟ, ୨୦୧୮ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ, ୨୦୧୫ ହକି ଓ୍ବାଲର୍‌ଡ ଲିଗ୍‌ରେ ବ୍ରୋଞ୍ଜ ପଦକ ଏବଂ ୨୦୧୪ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri