ଅର୍ଥନୀତିରେ ନୋବେଲ

ଷ୍ଟକହୋମ,୧୪।୧୦: ଅର୍ଥନୀତି କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ୨୦୧୯ର ନୋବେଲ ବିଜେତାଙ୍କନାମ ଘୋଷଣା କରାଯାଇଛି। ଏହି ୩ ଜଣ ନୋବେଲ ବିଜେତାଙ୍କ ମଧ୍ୟରେ ଜଣେ ଭାରତୀୟ ମୂଳ ବାସିନ୍ଦା ଅଭିଜିତ ବାନାର୍ଜୀ ଥିବା ବେଳେ ଫ୍ରାନ୍ସ ଜନ୍ମିତ ଆମେରିକାନ ଇସ୍ଥର ଡଫଲୋ ଓ ଅନ୍ୟଜଣେ ହେଉଛନ୍ତି ଆମେରିକାର ମିଖାଇଲ କ୍ରେମର। ସ୍ବଦେଶୀ ଏକାଡେମୀ ପକ୍ଷରୁ ସୋମବାର ଏହି ଘୋଷଣା କରାଯାଇଛି। “their experimental approach to alleviating global poverty,” ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri