ଅର୍ଥନୀତି ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା ହେବ ବିଳମ୍ବ;ଆହୁରି ୮ ବୈଠକରେ ଯୋଗ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୧୯-୮: ଅର୍ଥନୀତିକୁ ଦ୍ରୁତତର କରିବା ଲାଗି ଆର୍ଥିକ ପ୍ୟାକେଜ ଘୋଷଣା କରିବା ଆହୁରି ବିଳମ୍ବ ହେବ। କାରଣ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସାରା ଦେଶରେ ଆହୁରି ୮ ବୈଠକରେ ଯୋଗ ଦେବେ। ଏହାପରେ ବିଚାର ବିମର୍ଷ ପରେ ପ୍ୟାକେଜ ଘୋଷଣା କରାଯିବ। ଅହମ୍ମଦାବାଦ ପରେ ଅର୍ଥମନ୍ତ୍ରୀ ବାରାଣସୀରେ ବୈଠକରେ ଯୋଗ ଦେବେ। ସେଠାରେ ସେ ସ୍ଥାନୀୟ ବ୍ୟବସାୟୀ ଗୋଷ୍ଠୀ ଓ ଉଦ୍ୟୋଗ ଜଗତ ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ଏହାପରେ ସେ ପୁଣେ, ମହିସୁର, ହାଇଦ୍ରାବାଦ୍‌, କୋଲକାତା, ବେଙ୍ଗାଲୁରୁ,କାନପୁର ଓ ମୁମ୍ବାଇ ଭଳି ସ୍ଥାନରେ ଉଦ୍ୟୋଗ ଜଗତ, ଏମ୍‌ଏସ୍‌ଏମ୍‌ଇ, ରିଏଲ ଇଷ୍ଟେଟ ଓ ଅଟୋମୋବାଇଲ ସେକ୍ଟର ପ୍ରତିନିଧିଙ୍କ ସହ ଆଲୋଚନା ପରେ ଅର୍ଥମନ୍ତ୍ରୀ ଆହୁରି ଆଲୋଚନା କରିବାକୁ ପ୍ରସ୍ତୁତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri