Posted inଜାତୀୟ

‘ଅର୍ଥବଳ ପ୍ରୟୋଗ କରୁଛି ଭାଜପା’

ଅହମଦାବାଦ,୧୩ା୭: କର୍ନାଟକରେ ସରକାର ଭାଙ୍ଗିବାକୁ ଭାଜପା ଅର୍ଥବଳ ପ୍ରୟୋଗ କରିବା ସହ ଭୟଭୀତ କରାଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ଶାସକ ମେଣ୍ଟର ୧୬ ବିଧାୟକ ଇସ୍ତଫା ଦେବା ଫଳରେ ସରକାର ଭାଙ୍ଗିବା ଆଶଙ୍କା ସୃଷ୍ଟି ହୋଇଛି। ପୂର୍ବରୁ ଗୋଆ ଏବଂ ଉତ୍ତରପୂର୍ବାଞ୍ଚଳ ରାଜ୍ୟରେ ଭାଜପା ଏଭଳି କରି କ୍ଷମତା ଦଖଲ କରିଥିଲା। ଏବେ ସେହି ସୂତ୍ରକୁ କର୍ନାଟକରେ ପ୍ରୟୋଗ କରୁଛି। ସେମାନଙ୍କ ପାଖରେ ଅର୍ଥ, କ୍ଷମତା ସବୁକିଛି ରହିଛି ଏବଂ ସେମାନେ ତାହାର ଉପଯୋଗ କରୁଛନ୍ତି ବୋଲି ଅହମଦାବାଦରେ ଖବରଦାତାମାନଙ୍କୁ ରାହୁଲ କହିଛନ୍ତି। କଂଗ୍ରେସ ସତ୍ୟ ପାଇଁ ଲଢ଼ୁଛି, କାରଣ ସତ୍ୟ ହିଁ ତାଙ୍କ ଦଳକୁ ମଜଭୁତ କରିବ ବୋଲି ରାହୁଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri