Posted inଜାତୀୟ

ଅର୍ଥମନ୍ତ୍ରୀ ସୀତାରମଣଙ୍କ ସ୍ବାମୀ ପରକଲା ପ୍ରଭାକରଙ୍କ ପରାମର୍ଶ: ନରସିଂହ ରାଓ-ମନମୋହନଙ୍କ ଆର୍ଥିକ ନୀତିକୁ ଗ୍ରହଣ କରନ୍ତୁ ମୋଦି

ନୂଆଦିଲ୍ଲୀ,୧୪।୧୦: ଦେଶର ଆଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସ୍ବାମୀ ପରକଲା ପ୍ରଭାକର ଏକ ଇଂଲିଶ୍‌ ଖବର କାଗଜରେ ପ୍ରକାଶିତ ଲେଖାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ ଏବଂ ମନମୋହନ ସିଂଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ଆର୍ଥିକ ନୀତିକୁ ମୋଦି ସରକାର ଗ୍ରହଣ କରିବା ଆବଶ୍ୟକ। ସେ ୧୯୯୧ର ସଙ୍କଟ ଜନକ ଆର୍ଥିକ ସ୍ଥିତି ଏବଂ ଉଦାରୀକରଣ ସମ୍ପର୍କରେ ଏଥିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri