ଅର୍ଥ ବ୍ୟବସ୍ଥାର ପ୍ରକୃତ ସ୍ଥିତି ମାପିବେ ସରକାର

ନୂଆଦିଲ୍ଲୀ,୨୦-୧: ଦେଶ ମଧ୍ୟରେ ଡାଟାର ଗୁଣବତ୍ତା ନ ଥିବା ଯୋଗୁ ସରକାରଙ୍କୁ ଅନେକେ ସମାଲୋଚନା କରିଥାନ୍ତି। ସେହିଭଳି ଡାଟା ହେରଫେରର ଅଭିଯୋଗ ସରକାରଙ୍କ ବିରୋଧରେ ଆସିଛି। ଏସବୁ ପ୍ରସଙ୍ଗକୁ ବିଚାର କରି ସରକାରୀ ପରିସଂଖ୍ୟାନ ଡାଟାର ସଂଶୋଧନ କରିବା ଲାଗି ଅଗ୍ରସର ହେଉଥିବା ଜଣାପଡିଛି। ଗତ କିଛି ବର୍ଷ ଧରି ଏ କ୍ଷେତ୍ରରେ କୌଣସି କାର୍ଯ୍ୟପନ୍ଥା ଗ୍ରହଣ କରାଯାଇ ପାରିନାହିଁ। ହେଲେ ବର୍ତ୍ତମାନ ଅର୍ଥ ବ୍ୟବସ୍ଥାର କାର୍ଯ୍ୟକଳାପ ତଥା ପ୍ରକୃତ ସ୍ଥିତିକୁ ମାପିବା ଲାଗି ସରକାର ଆଗଭର ହେଉଛନ୍ତି। ଏ ନେଇ ଆଲୋଚନା ଆରମ୍ଭ ହୋଇଥିବା ଜଣାପଡିଛି। ଦେଶର ଆର୍ଥତ୍କ କାର୍ଯ୍ୟକଳାପ ବିଶେଷ କରି ଅଣସଂଗଠିତ କ୍ଷେତ୍ରର ସ୍ଥିତି କଣ ରହିଛି ତାହା ଜାଣିବା ଲାଗି ସରକାର ଫୋକସ ରଖିଛନ୍ତି। ବର୍ତ୍ତମାନର ଟେକ୍ନୋଲୋଜିକୁ ବ୍ୟବହାର କରି ସରକାର ଡାଟାକୁ ଅପଡେଟ କରିବେ। ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ, ପରିସଂଖ୍ୟାନ ମନ୍ତ୍ରଣାଳୟ ଏବଂ ଅନ୍ୟ ପ୍ରମୁଖ ସରକାରୀ ଏଜେନ୍ସି ଏ ଦିଗରେ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri