ଅର୍ଦ୍ଧାଧିକ ହିତାଧିକାରୀ ପାଇନାହାନ୍ତି ଗହମ: ଡିପୋରେ ମହଜୁଦ ନାହିଁ

ଆସିକା,୧୫ା୪(ଡି.ଏନ୍‌.ଏ.): କରୋନା ସତର୍କତାମୂଳକ ପଦକ୍ଷେପ ସ୍ବରୂପ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀଙ୍କୁ ୩ ମାସର ଚାଉଳ ଓ ଗହମ ପ୍ରଦାନ କରୁଛନ୍ତି। ତେବେ ଅଦ୍ୟାବଧି ଆସିକା ବ୍ଲକରେ ଅର୍ଦ୍ଧାଧିକ ହିତାଧିକାରୀ ଏହା ପାଇ ପାରିନାହାନ୍ତି। ଡିପୋରେ ଗହମ ନ ଥିବାରୁ ବ୍ଲକ ଅନ୍ତର୍ଗତ ୨୭ ପଞ୍ଚାୟତରେ ମୋଟ ୨୯,୯୦୯ ହିତାଧିକାରୀ ତାଲିକାରେ ଥିବାବେଳେ ସେମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ଗହମ ପାଇନାହାନ୍ତି। ଡିପୋରେ ଗହମ ନ ଥିବାରୁ ବଣ୍ଟନ ହୋଇପାରୁନି ବୋଲି ବ୍ଲକ ଯୋଗାଣ ନିରୀକ୍ଷକ ଜୟରାମ ଲେଙ୍କା କହିଛନ୍ତି। ତେବେ ୯୦ ପ୍ରତିଶତ ଉପଭୋକ୍ତାଙ୍କୁ କାର୍ଡ ପିଛା ୧ ହଜାର ଟଙ୍କା ବଣ୍ଟାଯାଇଥିବା ସେ ସୂଚନା ଦେଇଛନ୍ତି ା ଅନ୍ୟପକ୍ଷରେ ଆସିକା ଏନଏସିର ୧୮ଟି ୱାର୍ଡରେ ୯୦ରୁ ୯୫ ପ୍ରତିଶତ ହିତାଧିକାରୀ ରାଶନ ସାମଗ୍ରୀ ଓ ସହାୟତା ପାଇଥିବା କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri