Posted inଫୁରସତ

ଅର୍ଦ୍ଧେନ୍ଦୁଙ୍କ ନୂଆ ଅବତାର

ଓଡ଼ିଆ ଚଳଚ୍ଚିତ୍ର ‘ଅ ଆ ହର୍ଷେଇ’ରୁ ସେ ଆରମ୍ଭ କରିଥିଲେ ନିଜର ଓଲିଉଡ୍‌ ଯାତ୍ରା। ତା’ପରେ ‘ଟପୋରି’, ସସ୍‌ପେନ୍ସ ଥ୍ରୀଲର ‘ବ୍ଲାକ୍‌ମେଲ୍‌’ ଏବଂ ରୋମାଣ୍ଟିକ୍‌ ଚିତ୍ର ‘ମୁଁ ପରଦେଶୀ ଚଢ଼େଇ’ରେ ସେ ପରଦା ଉପରକୁ ଆସିସାରିଛନ୍ତି। ହଁ, ସେ ହେଲେ ଏକାଧାରରେ ପ୍ରଯୋଜକ-କମ୍‌-ଆକ୍ଟର ଅର୍ଦ୍ଧେନ୍ଦୁ ସାହୁ। ଏଥର ଦଶହରାରେ ସେ ନୂଆ ଅବତାରରେ ଦଶର୍କଙ୍କ ସାମ୍‌ନାକୁ ଆସିବେ। ଫିଲ୍ମଟି ହେଲା ସାର୍ଥକ ଟିଭି ବ୍ୟାନରରେ ପ୍ରସ୍ତୁତ ‘ଷଷ୍ଠରୁ ନଷ୍ଟ’। କେବଳ ସେତିକି ନୁହେଁ, ଏହି ଫିଲ୍ମରେ ତାଙ୍କ ସହ ସ୍କ୍ରିନ୍‌ ଶେୟାର କରୁଛନ୍ତି ଚୁଲ୍‌ବୁଲି ତମନ୍ନା। ଏହି ଯୋଡ଼ିକୁ ଦର୍ଶକ ପୂର୍ବରୁ ‘ବ୍ଲାକ୍‌ମେଲ୍‌’ରେ ଦେଖିସାରିଛନ୍ତି। ତା’ସହ ଦୁହିଁଙ୍କୁ ନେଇ ଦୃଶ୍ୟାୟିତ ଉକ୍ତ ସିନେମାର ଗୀତ ‘ହାଏ ତୋ ପ୍ରେମର ରଙ୍ଗୋଲି’ ହିଟ୍‌ ହୋଇଥିଲା। ‘ଷଷ୍ଠରୁ ନଷ୍ଟ’ର ପ୍ରଯୋଜନା ସୂର୍ଯ୍ୟ ରଥ କରିଥିବା ବେଳେ ନିର୍ଦ୍ଦେଶକ ସାଜିଛନ୍ତି କେ. ମୁରଲୀକ୍ରିଷ୍ଣା। ସଂଯୋଜିତ ଗୀତଗୁଡ଼ିକୁ ସ୍ବର ଦେଇଛନ୍ତି ଗୁଡ୍‌ଲି ରଥ। ଏହି ଚଳଚ୍ଚିତ୍ରଟି ଚଳିତବର୍ଷ ଦଶହରାରେ ମୁକ୍ତିଲାଭ କରିବାର ଯୋଜନା ରହିଛି ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri