ଅଲଗା ହେବେ ସିଦ୍ଧାନ୍ତ-ମେଘା

ବମ୍ବେ: ଅଭିନେତା ସିଦ୍ଧାନ୍ତ କର୍ନିକ ସ୍ତ୍ରୀ ମେଘା ଗୁପ୍ତାଙ୍କଠାରୁ ଅଲଗା ହେବେ। ଗତବର୍ଷ ଏପ୍ରିଲରୁ ଉଭୟ ଅଲଗା ରହିଆସୁଥିଲେ। ଏବେ ସେମାନେ ଛାଡ଼ପତ୍ର ପାଇଁ ଅପିଲ କରିଥିବା ଜଣାପଡ଼ିଛି।

ନିକଟରେ ଏକ ସାକ୍ଷାତକାରରେ ମେଘାଙ୍କଠାରୁ ଅଲଗା ହେବା ସ୍ପଷ୍ଟ କରିଛନ୍ତି ସିଦ୍ଧାନ୍ତ। ସେ କହିଛନ୍ତି, ବିବାହ ସହଜ ନୁହେଁ। ଆମ ମାମଲାରେ ଉଭୟେ ଧୌର୍ଯ୍ୟ ହରାଇ ବସିଥିଲୁ। ପ୍ରତ୍ୟେକ ମଣିଷ ଜୀବନରେ ମାନସିକ ଶାନ୍ତି ଜରୁରୀ। ହେଲେ ବିବାହ ପରେ ଧିରେ ଧିରେ ସବୁ ଖରାପ ହେବାକୁ ଲାଗିଥିଲା। ଶେଷରେ ଉଭୟେ ଅଲଗା ରହିବାକୁ ନିଷ୍ପତ୍ତି ନେଇଥିଲୁ। ଗତବର୍ଷ ମାର୍ଚ୍ଚରୁ ଅଲଗା ରହିଆସୁଛୁ। ଏବେ ଲାଗୁଛି ଅଲଗା ହୋଇଯିବା ସମସ୍ତଙ୍କ ପାଇଁ ଭଲ ରହିବ। ଆମେ ଭଲ ଟ୍ରାଭେଲ୍‌ ପାର୍ଟନର। ବୁଲିବାକୁ ଉଭୟେ ଭଲପାଉ। ଅନେକ ସମୟ ଏପରି ଆମେ ବିତାଇଛୁ। ସେଗୁଡ଼ିକ ଭଲ ସ୍ମୃତି ଭଳି ରହିବ। ଛାଡ଼ପତ୍ର ନେବା ବହୁତ ଯନ୍ତ୍ରଣାଦାୟକ। ହେଲେ ଆମେ ଏହାକୁ ଭଲଭାବେ ନେବାକୁ ଇଚ୍ଛୁକ। ଶେଷରେ ସୁଖଦ ଭାବେ ବିବାହକୁ ଶେଷ କରିବାକୁ ଚାହୁଁଥିବା ସିଦ୍ଧାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri