ସମ୍ବଲପୁର, ୧।୪ (ବ୍ୟୁରୋ)-କରୋନା କଟକଣା ଓ ଲକଡାଉନ ଘୋଷଣା ପରେ ମଧ୍ୟ ସମ୍ବଲପୁର ବ୍ୟବସାୟିକ ପେଣ୍ଠସ୍ଥଳ ଗୋଲ ବଜାର ଭିଡ ଜମୁଥିଲା। ପ୍ରଶାସନ ଓ ପୋଲିସ ପକ୍ଷରୁ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପ୍ରୟାସ କଲେ ମଧ୍ୟ ବିଫଳ ହେବାକୁ ପଡ଼ୁଥିଲା। ପ୍ରତିଦିନ ସକାଳେ ଲୋକଙ୍କ ଭିଡ ହେଉଥିଲା। ଏହାକୁ ନେଇ ବାରମ୍ବାର ସୋସିଆଲ ମିଡିଆ, ଗଣମାଧ୍ୟମ ଓ ବୁଦ୍ଧିଜୀବୀ ମହଳରେ ଅଭିଯୋଗ ହୋଇ ଆସୁଥିଲା। ଏପରିକି ମହାନଗର ନିଗମ ଓ ଜିଲା ପ୍ରଶାସନକୁ ସମାଲୋଚିତ ହେବାକୁ ପଡ଼ୁଥିଲା। ଶେଷରେ ପ୍ରଶାସନର ଚେତା ପଶିଛି। ଗୋଲବଜାରର ପରିବା ବଜାରକୁ ଭାଗ କରି ଦିଆଯାଇଛି । ବଜାରର ଗୋଟିଏ ପାର୍ଶ୍ୱରେ ୫ ମିଟର ବ୍ୟବଧାନରେ ପରିବା ବ୍ୟବସାୟୀଙ୍କୁ ବସା ଯାଇଛି। ଠିକ୍ ସେହିଭଳି ଆଉ କେତେକ ବ୍ୟବସାୟୀଙ୍କୁ ଟାଉନ ହଲକୁ ସ୍ଥାନାନ୍ତର କରାଯାଇଛି। ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଲୋକମାନେ ନିଜ ଆବଶ୍ୟକ ସାମଗ୍ରୀ କିଣି ପାରିବେ।
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
କେଜ୍ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା
ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…
ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର
ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…
ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା
ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…
ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…
ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…
୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…
କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…
ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼
ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…
କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ
ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…
ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…
ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…
Archives

