ଅଲାରନାଥ ପୀଠରେ ଅନବସର ଦର୍ଶନ ଆରମ୍ଭ

ବ୍ରହ୍ମଗିରି,୧୮।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରିସ୍ଥିତ ଅଲାରନାଥ ପୀଠରେ ମଙ୍ଗଳବାରଠାରୁ ଅନବସର ଦର୍ଶନ ଆରମ୍ଭ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ୧୦୮ କଳସରେ ମହାସ୍ନାନ କରିବାପରେ ଅଣସର ପିଣ୍ଡିରେ ଗୁପ୍ତସେବା ପାଇବା ସମୟରେ ଭକ୍ତମାନେ ବ୍ରହ୍ମଗିରିରେ ଅଲାରନାଥଙ୍କୁ ଦର୍ଶନ କରିଥାନ୍ତି । ଭୋର ୪ଟାରୁ ଦ୍ବାର ଫିଟାଯିବା ପରେ ମନ୍ଦିରର ସମସ୍ତ ନୀତିକାନ୍ତି ସରିବା ପରେ ଶ୍ରୀଜୀଉ ସର୍ବସାଧାରଣଙ୍କୁ ଦର୍ଶନ ଦେଇଛନ୍ତି । ପ୍ରଥମ ଦିନରେ ମନ୍ଦିରରେ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri