Posted inଖେଳ

ଅଲିମ୍ପିକ୍ସ ଯୋଗ୍ୟତା ହାସଲ ବର୍ତ୍ତମାନ ପାଇଁ ସସ୍‌ପେଣ୍ଡ

ଲଣ୍ଡନ, ୮ା୪ (ପି.ଟି.)-କୋଭିଡ୍‌-୧୯ ସଂକ୍ରମଣ ଆଶଙ୍କାରେ ଓ୍ବାଲର୍‌ଡ ଆଥଲେଟିକ୍ସ ମଙ୍ଗଳବାର ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ ସମୟସୀମାକୁ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛି। ଆଥଲେଟିକ୍ସ କମିଶନ, ଏରିଆ ପ୍ରେସିଡେଣ୍ଟ୍ସ ଆଣ୍ଡ୍‌ କାଉନ୍‌ସିଲ ସହିତ ପରାମର୍ଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ଟୋକିଓ ୨୦୨୦ ଅଲିମ୍ପିକ ଗେମ୍ସ ପାଇଁ ଯୋଗ୍ୟତା ହାସଲକୁ ଏପ୍ରିଲ ୬ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ସସ୍‌ପେଣ୍ଡ କରାଯାଇଛି। ଏହି ସମୟ ମଧ୍ୟରେ ଯଦି କୌଣସି ଆଥଲେଟ୍‌ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରେ ତାହା ବିଚାରକୁ ନିଆଯିବ ନାହିଁ ବୋଲି ଓ୍ବାଲର୍‌ଡ ଆଥଲେଟିକ୍ସ ପକ୍ଷରୁ ଏକ ବିବୃତ୍ତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?