Posted inଖେଳ

ଅଲିମ୍ପିକ୍‌ ମଶାଲ ରିଲେ ସ୍ଥଗିତ ରହିଲା

ଟୋକିଓ, ୨୫।୩ (ଏଏଫ୍‌ପି)- ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣକୁ ଘୁଞ୍ଚାଇ ଦିଆଯାଇଥିବା ବେଳେ ଏହାର ମାଶାଲ ରିଲେକୁ ମଧ୍ୟ ସ୍ଥଗତି ରଖାଯାଇଛି। ଗୁରୁବାରଠାରୁ ଉତ୍ତରପୂର୍ବ ଜାପାନର ଫୁକୁଶିମାରେ ମଶାଲ ରିଲେ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା। ଆସନ୍ତା ୨୬ ତାରିଖରେ ଆରମ୍ଭ ହେବାକୁ ଥିବା ମଶାଲ ରିଲେ ଆରମ୍ଭ ହେବ ନାହିଁ ବୋଲି ଟୋକିଓ ୨୦୨୦ ଅଧ୍ୟକ୍ଷ ୟୋଶିରୋ ମୋରି କହିଛନ୍ତି। ଏବେ ଅଲିମ୍ପିକ ଜ୍ୟୋତି ଫୁକୁଶିମାରେ ହିଁ ରହିବ। ତେବେ ଏହା ଫୁକୁଶିମାରେ କେତେ ଦିନ ରହିବ ସେ ନେଇ ସେ କିଛି ସ୍ପଷ୍ଟ କରିନାହାନ୍ତି। ଉଲ୍ଲେଖଥାଉ କି, ୨୦୧୧ ଭୟଙ୍କର ଭୂମିକମ୍ପ ଅସିଥିଲା। ଏହାଫଳରେ ସୁନାମି ଓ ପରମାଣୁ ଦୁର୍ଘଟଣା କାରଣରୁ ଫୁକୁଶିମା ସହର ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?