Posted inଖେଳ

ଅଲିମ୍ପିକ୍‌ ମେଡାଲିଷ୍ଟ ହେବାକୁ ଚାହେଁ: ନିକ୍କି

ବେଙ୍ଗାଲୁରୁ, ୧୩।୫- ଝାଡ଼ଖଣ୍ଡର ଏକ ଛୋଟ ଗାଁ ହେସାଲରେ ଜନ୍ମଗ୍ରହଣ କରିଥିଲେ ହେଁ ନିଷ୍ଠା ଓ ପରିଶ୍ରମ ବଳରେ ୨୦୧୬ ରିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳର ଅନ୍ୟତମ ସଦସ୍ୟାଥିଲେ ନିକ୍କିି ପ୍ରଧାନ। କେବଳ ଜଣେ ଅଲିମ୍ପିଆନଭାବେ ନୁହେଁ ଅଲିମ୍ପିିକ୍‌ ମେଡାଲିଷ୍ଟଭାବେ ସେ ପରିଚିତ ହେବାକୁ ଚାହାନ୍ତି ବୋଲି ପ୍ରକାଶ କରିଛନ୍ତି ଏହି ନିର୍ଭରଯୋଗ୍ୟ ମିଡ୍‌ଫିଲ୍ଡର। ଏକଦା ମୁଁ ଜଣେ ପେସାଦାର ହକି ଖେଳାଳି ହେବି ବୋଲି ଭାବିପାରୁ ନ ଥିଲି। ମାତ୍ର କଠିନ ପରିଶ୍ରମ ଏବଂ ସମସ୍ତଙ୍କ ସାହାଯ୍ୟ ସହଯୋଗ ଯୋଗୁ ମୁଁ ଆଜି ଏଠାରେ ପହଞ୍ଚତ୍ ପାରିଛି। ପ୍ରଥମେ ରାଜ୍ୟ ଦଳରୁ ପ୍ରତିନିଧିତ୍ୱ କରି କ୍ରମେ ମୁଁ ଜାତୀୟ ଦଳକୁ ଡାକରା ପାଇଥିଲି। ପ୍ରଦର୍ଶନରେ ସ୍ଥିରତା ଯୋଗୁ ଉଚ୍ଚସ୍ତରରେ ତିଷ୍ଠି ପାରିଛି“ ବୋଲି କ୍ୟାରିୟରରେ ୧୧୦ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ମ୍ୟାଚ ଖେଳି ସାରିଥିବା ନିକ୍କି ପ୍ରକାଶ କରିଛନ୍ତି। ରିଓ ଅଲିମ୍ପିକ୍ସରେ ଭାଗନେବା ମୋ ପାଇଁ ସ୍ମରଣୀୟ ରହିଥିଲା। ୩୬ବର୍ଷ ପରେ ଭାରତୀୟ ମହିଳା ଦଳ ଅଲିମ୍ପିକ୍ସ ଯୋଗ୍ୟତା ପାଇଥିଲା। ତେବେ ଏହା ଆରମ୍ଭ ମାତ୍ର, ଜଣେ ଅଲିମ୍ପିକ୍ସ ମେଡାଲିଷ୍ଟଭାବେ ପରିଚିତ ହେବା ମୋର ସ୍ବପ୍ନ ରହିଛି। ଟୋକିଓରେ ପହଞ୍ଚତ୍ବାପରେ ଆମେ ପୋଡିୟମ ମଣ୍ଡନ ପାଇଁ ସବୁମତେ ଚେଷ୍ଟା କରିବୁ“ ବୋଲି ନିକ୍କି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri