ଅଲେଖ ଧର୍ମାବଲମ୍ବୀଙ୍କ ନୂଆଖାଇ ଉତ୍ସବ: ନବାନ୍ନ ଖାଇଲେ ଭକ୍ତ

କର୍ଲାମୁଣ୍ଡା,୧୬।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିଆଲପଲା ଓ ଲକ୍ଷ୍ମୀପଡା ନିକଟରେ ଥିବା ଭୀମଭୋଇ ସାଂସ୍କୃତିକ କଳାମଣ୍ଡପ ଓ ଗ୍ରନ୍ଥାଳୟ ମଠରେ ଗୁରୁବାର ମହିମା ଧର୍ମାବଲମ୍ବୀଙ୍କ ନୂଆଖାଇ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସାଧୁବାବା ନାଲୁମୋହନ ଦାସ ଓ ଜୋରନ୍ଦା ବାବା ଅନାଦି ଦାସଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୫ ଶହରୁ ଅଧିକ ଲୋକ ଯୋଗଦେଇ ନବାନ୍ନ ଖାଇଛନ୍ତି। ଏଥିରେ ମଠର ସାଧୁବାବା ମହେଶ୍ୱର ଦାସ, ସାଧୁବାବା ଚୈତନ୍ୟ ଦାସ, ଶିଆଲପଲା ଓ ଲକ୍ଷ୍ମୀପଡାର ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ରୁ ଅଧିକ ଫଳଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri